Biblia Todo Logo
Bib sou entènèt

- Piblisite -




ଏବ୍ରୀ 10:9 - ପବିତ୍ର ବାଇବଲ

9 ତା'ପରେ ସେ କହିଲେ “ପରମେଶ୍ୱର, ମୁଁ ଏଠାରେ ଅଛି। ମୁଁ ତୁମ୍ଭେ ଗ୍ଭହୁଁଥିବା କାମ କରିବା ପାଇଁ ଆସିଛି।” ଅତଏବ ପରମେଶ୍ୱର ତାହାଙ୍କର ପ୍ରଥମ ବଳିଦାନ ପ୍ରଥା ସମାପ୍ତ କରି ନୂତନପ୍ରଥା ଆରମ୍ଭ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତତ୍ପରେ ସେ କହନ୍ତି, ଦେଖ, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୁଁ ଆସିଅଛି। ଦ୍ଵିତୀୟଟି ସ୍ଥାପନ କରିବା ନିମନ୍ତେ ସେ ପ୍ରଥମଟି ଲୋପ କରନ୍ତି।

Gade chapit la Kopi

ଓଡିଆ ବାଇବେଲ

9 ତତ୍ପରେ ସେ କହନ୍ତି, ଦେଖ, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୁଁ ଆସିଅଛି । ଦ୍ୱିତୀୟଟି ସ୍ଥାପନ କରିବା ନିମନ୍ତେ ସେ ପ୍ରଥମଟି ଲୋପ କରନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ତା’ପରେ ସେ କହିଥିଲେ, “ହେ ଈଶ୍ୱର, ମୁଁ ତୁମର ଇଚ୍ଛା ସାଧନ କରିବାକୁ ପ୍ରସ୍ତୁତ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତତ୍ପରେ ସେ କହନ୍ତି, “ଦେଖ, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୁଁ ଆସିଅଛି।” ଦ୍ୱିତୀୟ ନିୟମକୁ ସ୍ଥାପନ କରିବା ନିମନ୍ତେ ସେ ପ୍ରଥମ ନିୟମକୁ ଲୋପ କରନ୍ତି।

Gade chapit la Kopi




ଏବ୍ରୀ 10:9
7 Referans Kwoze  

ତା'ପରେ ମୁଁ କହିଲି: ‘ପରମେଶ୍ୱର ମୁଁ ଅଛି ଏଠାରେ ବ୍ୟବସ୍ଥା ପୁସ୍ତକରେ ମୋ’ ବିଷୟରେ ଲେଖା ଅଛି। ତୁମ୍ଭେ ଗ୍ଭହିଁ ଥିବା କାର୍ଯ୍ୟଗୁଡ଼ିକ ମୁଁ କରିବା ପାଇଁ ଆସିଛି।’”


ତେଣୁ ମୁଁ କହିଲି, “ମୁଁ ଉପସ୍ଥିତ ଅଛି, ମୋତେ ତୁମ୍ଭେ ନିଅ। ଏହା ମୋ’ ବିଷୟରେ ପୁସ୍ତକରେ ଲେଖାଯାଇଛି।


ହେ ମୋର ପରମେଶ୍ୱର, ତୁମ୍ଭେ ଯାହା ଗ୍ଭହୁଁଛ, ମୁଁ ତାହା କରିବାକୁ ଗ୍ଭହୁଁଛି। ତୁମ୍ଭର ନୀତିଶିକ୍ଷା ମୋ’ ହୃଦୟରେ ଅଛି।


Swiv nou:

Piblisite


Piblisite