Biblia Todo Logo
Bib sou entènèt

- Piblisite -




ଏବ୍ରୀ 11:11 - ପବିତ୍ର ବାଇବଲ

11 ପିଲାପିଲି ହେବା ପାଇଁ ଅବ୍ରହାମଙ୍କର ବୟସ ଅଧିକ ହୋଇଯାଇଥିଲା। ଆହୁରି ମଧ୍ୟ ସାରାର ପିଲାପିଲି ହୋଇ ପାରି ନ ଥିଲା। କିନ୍ତୁ ପରମେଶ୍ୱରଙ୍କଠାରେ ଅବ୍ରହାମଙ୍କର ବିଶ୍ୱାସ ଥିଲା, ଅତଏବ ପରମେଶ୍ୱର ସେମାନଙ୍କୁ ସନ୍ତାନ ହେବା ପାଇଁ ସକ୍ଷମ କଲେ। ପରମେଶ୍ୱରଙ୍କ ପ୍ରତିଜ୍ଞା ପୂରଣ କରିବା ବିଷୟରେ ଅବ୍ରହାମ ତାହାଙ୍କ ଉପରେ ବିଶ୍ୱାସ ରଖିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ବିଶ୍ଵାସ ଦ୍ଵାରା ସାରା ନିଜେ ମଧ୍ୟ ପ୍ରତିଜ୍ଞାକାରୀଙ୍କୁ ବିଶ୍ଵସ୍ତ ଜ୍ଞାନ କରି ଗତବୟସ୍କା ହେଲେ ହେଁ ଜାତିର ଆଦିମାତା ହେବାକୁ ଶକ୍ତି ପ୍ରାପ୍ତ ହେଲେ;

Gade chapit la Kopi

ଓଡିଆ ବାଇବେଲ

11 ବିଶ୍ୱାସ ଦ୍ୱାରା ସାରା ନିଜେ ମଧ୍ୟ ପ୍ରତିଜ୍ଞାକାରୀଙ୍କୁ ବିଶ୍ୱସ୍ତ ଜ୍ଞାନ କରି ଗତବୟସ୍କା ହେଲେ ହେଁ ଗର୍ଭଧାରଣ କରିବାକୁ ଶକ୍ତି ପ୍ରାପ୍ତ ହେଲେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ଯଦିବା ସାଗ ଗର୍ଭଧାରଣ କରିବାକୁ ଅକ୍ଷମ ଥିଲେ, ବିଶ୍ୱାସ ବଳରେ ଅବ୍ରାହାମ ବୃଦ୍ଧାବସ୍ଥାରେ ସୁଦ୍ଧା ପିତା ହେବାକୁ ସକ୍ଷମ ହୋଇଥିଲେ। ଈଶ୍ୱର ତାଙ୍କ ପ୍ରତିଶ୍ରୁିତି ରକ୍ଷା କରିବେ ବୋଲି ଅବ୍ରାହାମଙ୍କର ବିଶ୍ୱାସ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ବିଶ୍ୱାସ ଦ୍ୱାରା ସାରା ନିଜେ ମଧ୍ୟ ପ୍ରତିଜ୍ଞାକାରୀଙ୍କୁ ବିଶ୍ୱସ୍ତ ଜ୍ଞାନ କରି ଗତବୟସ୍କା ହେଲେ ହେଁ ଗର୍ଭଧାରଣ କରିବାକୁ ଶକ୍ତି ପ୍ରାପ୍ତ ହେଲେ;

Gade chapit la Kopi




ଏବ୍ରୀ 11:11
10 Referans Kwoze  

ଆମ୍ଭର ଭରସାକୁ ଦୃଢ଼ ଭାବରେ ଧରି ରଖ। ଆମ୍ଭେ ନିଜର ଭରସାକୁ ଲୋକମାନଙ୍କ ଆଗରେ ବ୍ୟକ୍ତ କରିବାକୁ ରୋକିବା ଉଚିତ୍ ନୁହେଁ। ସେ ଯାହା ପ୍ରତିଜ୍ଞା କଲେ, ତାହା କରିବେ ବୋଲି ଆମ୍ଭେ ପରମେଶ୍ୱରଙ୍କଠାରେ ବିଶ୍ୱାସ କରି ପାରିବା।


ତୁମ୍ଭର ସମ୍ପର୍କୀୟ ଏଲୀଶାବେଥ ମଧ୍ୟ ଗର୍ଭବତୀ ଅଛନ୍ତି। ବହୁତ ବୁଢ଼ୀ ହୋଇଯାଇଥିଲେ ମଧ୍ୟ ସେ ଏବେ ଗୋଟିଏ ପୁତ୍ରସନ୍ତାନକୁ ଜନ୍ମ ଦେବେ। ସମସ୍ତେ ଭାବୁଥିଲେ ଯେ, ସେ ଏଣିକି ଆଉ ସନ୍ତାନସନ୍ତତି ପାଇବାକୁ ସମର୍ଥ ହେବେ ନାହିଁ। କିନ୍ତୁ ସେ ଏବେ ଛଅ ମାସର ଗର୍ଭବତୀ ଅଟନ୍ତି।


ଏହାର ଅର୍ଥ ଯେ ଅବ୍ରାହମଙ୍କ ବଂଶର ସମସ୍ତେ ପରମେଶ୍ୱରଙ୍କର ପ୍ରକୃତ ସନ୍ତାନ ନୁହନ୍ତି। କେବଳ ଯେଉଁମାନେ ପରମେଶ୍ୱରଙ୍କ ପ୍ରତିଜ୍ଞା ଦ୍ୱାରା ପରମେଶ୍ୱରଙ୍କ ସନ୍ତାନ ହୋଇଥିଲେ ସେହିମାନେ ଅବ୍ରାହମଙ୍କ ପ୍ରକୃତ ସନ୍ତାନ ହେଲେ।


ଅବ୍ରହାମଙ୍କ ଦାସୀପୁତ୍ର ଶାରୀରିକ ସ୍ୱଭାବର ପଦ୍ଧତିରେ ଜନ୍ମ ହେଲା। କିନ୍ତୁ ସ୍ୱାଧୀନ ସ୍ତ୍ରୀଠାରୁ ଯେଉଁ ପୁତ୍ରଟି ଜନ୍ମ ହେଲା, ପରମେଶ୍ୱର ଅବ୍ରହାମଙ୍କୁ ଦେଇଥିବା ପ୍ରତିଜ୍ଞା ଅନୁସାରେ ସେ ଜାତ ହେଲା।


ସ୍ତ୍ରୀଲୋକଟି ଗର୍ଭବତୀ ହେଲା। ଇଲୀଶାୟ ତାଙ୍କୁ କହିଲା ପରି, ପର ବସନ୍ତ ଋତୁରେ ସେ ଏକ ପୁତ୍ରକୁ ଜନ୍ମ କଲା।


Swiv nou:

Piblisite


Piblisite