Biblia Todo Logo
Bib sou entènèt

- Piblisite -




ଏବ୍ରୀ 11:21 - ପବିତ୍ର ବାଇବଲ

21 ବିଶ୍ୱାସ କାରଣରୁ ହିଁ, ମଲାବେଳେ ଯାକୁବ, ଯୋଷେଫଙ୍କ ପ୍ରତ୍ୟେକ ପୁତ୍ରକୁ ଆଶୀର୍ବାଦ କଲେ। ସେ ନିଜର ବାଡ଼ି ଉପରେ ନଇଁ ପଡ଼ି ପରମେଶ୍ୱରଙ୍କୁ ଉପାସନା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ବିଶ୍ଵାସ ଦ୍ଵାରା ଯାକୁବ ମୃତ୍ୟୁ ସମୟରେ ଯୋଷେଫଙ୍କର ପ୍ରତ୍ୟେକ ପୁତ୍ରଙ୍କୁ ଆଶୀର୍ବାଦ କଲେ, ପୁଣି, ଆପଣା ଯଷ୍ଟିର ଅଗ୍ରଭାଗରେ ଆଉଜିପଡ଼ି ପ୍ରଣାମ କଲେ।

Gade chapit la Kopi

ଓଡିଆ ବାଇବେଲ

21 ବିଶ୍ୱାସ ଦ୍ୱାରା ଯାକୁବ ମୃତ୍ୟୁ ସମୟରେ ଯୋଷେଫଙ୍କର ପ୍ରତ୍ୟେକ ପୁତ୍ରଙ୍କୁ ଆଶୀର୍ବାଦ କଲେ, ପୁଣି, ଆପଣା ଯଷ୍ଟିର ଅଗ୍ରଭାଗରେ ଆଉଜିପଡ଼ି ପ୍ରଣାମ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ବିଶ୍ୱାସ ଦ୍ୱାରା ହିଁ ଯାକୁବ ମୃତ୍ୟୁ ପୂର୍ବରୁ ଯୋସେଫଙ୍କ ଦୁଇ ପୁତ୍ରଙ୍କୁ ଆର୍ଶୀବାଦ କରିଥିଲେ। ସେ ନିଜର ଯଷ୍ଟି ଉପରେ ଭରା ଦେଇ ଈଶ୍ୱରଙ୍କ ଆରାଧନା କରିଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ବିଶ୍ୱାସ ଦ୍ୱାରା ଯାକୁବ ମୃତ୍ୟୁ ସମୟରେ ଯୋଷେଫଙ୍କର ପ୍ରତ୍ୟେକ ପୁତ୍ରଙ୍କୁ ଆଶୀର୍ବାଦ କଲେ, ପୁଣି, ଆପଣା ଯଷ୍ଟିର ଅଗ୍ରଭାଗରେ ଆଉଜିପଡ଼ି ପ୍ରଣାମ କଲେ।

Gade chapit la Kopi




ଏବ୍ରୀ 11:21
4 Referans Kwoze  

ଏହା ପରେ ଯାକୁବ କହିଲେ, “ତୁମ୍ଭେ ଶପଥ କର।” ଏବଂ ଯୋଷେଫ ତାଙ୍କ ସମ୍ମୁଖରେ ଶପଥ କଲେ। ଏହା ପରେ ଇସ୍ରାଏଲ ଶଯ୍ୟାର ମୁଣ୍ଡ ଆଡ଼େ ପ୍ରଣାମ କଲେ।


ପରେ, ଯୋଷେଫ ଜାଣିବାକୁ ପାଇଲେ ଯେ ତାଙ୍କର ପିତା ବହୁତ ଅସୁସ୍ଥ ହୋଇ ପଡ଼ିଛନ୍ତି। ତେଣୁ ଯୋଷେଫ ତାଙ୍କର ଦୁଇ ପୁତ୍ର ମନଃଶି ଓ ଇଫ୍ରୟିମଙ୍କୁ ନେଇ ତାଙ୍କର ପିତାଙ୍କ ନିକଟକୁ ଗଲେ।


Swiv nou:

Piblisite


Piblisite