ଏବ୍ରୀ 11:3 - ପବିତ୍ର ବାଇବଲ3 ବିଶ୍ୱାସ ଦ୍ୱାରା ଆମ୍ଭେ ବୁଝିଛୁ ଯେ ସମଗ୍ର ସୃଷ୍ଟିର ରଚନା ପରମେଶ୍ୱର ନିଜ ଆଜ୍ଞା ବଳରେ କରିଥିଲେ। ଏହାର ଅର୍ଥ ଯେ, ଆମ୍ଭକୁ ଦିଶୁଥିବା ବିଷୟ ଗୁଡ଼ିକର ସୃଷ୍ଟି ଅଦୃଶ୍ୟ ବିଷୟ ଦ୍ୱାରା ହୋଇଛି। Gade chapit laପବିତ୍ର ବାଇବଲ (Re-edited) - (BSI)3 ବିଶ୍ଵାସ ଦ୍ଵାରା ଆମ୍ଭେମାନେ ବୁଝୁ ଯେ, ସମସ୍ତ ବିଶ୍ଵ ଈଶ୍ଵରଙ୍କ ବାକ୍ୟ ଦ୍ଵାରା ରଚିତ, ଅତଏବ କୌଣସି ପ୍ରତ୍ୟକ୍ଷ ବିଷୟରୁ ଦୃଶ୍ୟ ବିଷୟ ଉତ୍ପନ୍ନ ହୋଇ ନାହିଁ। Gade chapit laଓଡିଆ ବାଇବେଲ3 ବିଶ୍ୱାସ ଦ୍ୱାରା ଆମ୍ଭେମାନେ ବୁଝୁ ଯେ, ସମସ୍ତ ବିଶ୍ୱ ଈଶ୍ୱରଙ୍କ ବାକ୍ୟ ଦ୍ୱାରା ରଚିତ, ଅତଏବ କୌଣସି ପ୍ରତ୍ୟକ୍ଷ ବିଷୟରୁ ଦୃଶ୍ୟ ବିଷୟ ଉତ୍ପନ୍ନ ହୋଇ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)3 ଈଶ୍ୱରଙ୍କ ଆଦେଶରେ ବିଶ୍ୱଚଗତରେ ସୃଷ୍ଟି ହେଲା ଓ ଅଦୃଶ୍ୟ ବିଷୟରୁ ଦୃଶ୍ୟ ବିଷୟର ଉତ୍ପତ୍ତି ହେଲା, ଏ କଥା କେବଳ ବିଶ୍ୱାସ ଦ୍ୱାରା ଆମେ ଜାଣୁଛୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ବିଶ୍ୱାସ ଦ୍ୱାରା ଆମ୍ଭେମାନେ ବୁଝୁ ଯେ, ସମସ୍ତ ବିଶ୍ୱ ଈଶ୍ବରଙ୍କ ବାକ୍ୟ ଦ୍ୱାରା ରଚିତ, ଅତଏବ କୌଣସି ପ୍ରତ୍ୟକ୍ଷ ବିଷୟରୁ ଦୃଶ୍ୟ ବିଷୟ ଉତ୍ପନ୍ନ ହୋଇ ନାହିଁ। Gade chapit la |
“ହେ ଲୋକମାନେ ତୁମ୍ଭେମାନେ ଏପରି କାହିଁକି କରୁଛ? ଆମ୍ଭେ ତୁମ୍ଭମାନଙ୍କ ପରି କେବଳ ମଣିଷ। ଆମ୍ଭେ ତୁମ୍ଭମାନଙ୍କୁ ସୁସମାଗ୍ଭର କହିବା ପାଇଁ ଆସିଛୁ। ତୁମ୍ଭମାନଙ୍କୁ ଏହି ମୂଲ୍ୟହୀନ ବିଷୟ ଗୁଡ଼ିକଠାରୁ ଦୂରେଇ ରହି ଜୀବନ୍ତ ପରମେଶ୍ୱରଙ୍କ ଆଡ଼କୁ ଫେରାଇବା ପାଇଁ ଆମ୍ଭେ ଆସିଛୁ। ସେହି ପରମେଶ୍ୱର ଆକାଶ, ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସମସ୍ତ ବିଷୟ ସୃଷ୍ଟି କରିଛନ୍ତି।