ଏବ୍ରୀ 11:6 - ପବିତ୍ର ବାଇବଲ6 ବିଶ୍ୱାସ ବିନା ଜଣେ ପରମେଶ୍ୱରଙ୍କୁ ପ୍ରସନ୍ନ କରି ପାରିବ ନାହିଁ। ପରମେଶ୍ୱରଙ୍କ ପାଖକୁ ଆସୁଥିବା ପ୍ରତ୍ୟେକ ଲୋକ ପରମେଶ୍ୱର ଅଛନ୍ତି ବୋଲି ବିଶ୍ୱାସ କରିବା ଉଚିତ୍। ଯିଏ ପରମେଶ୍ୱରଙ୍କ ପାଖକୁ ଆସିବ ସେ ବିଶ୍ୱାସ କରିବା ଦରକାର ଯେ ଯିଏ ପ୍ରକୃତରେ ତାହାଙ୍କୁ ଖୋଜେ, ପରମେଶ୍ୱର ତାହାକୁ ପୁରସ୍କାର ପ୍ରଦାନ କରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)6 ଆଉ ବିଶ୍ଵାସ ବିନା ତାହାଙ୍କ ସନ୍ତୋଷପାତ୍ର ହେବା ଅସମ୍ଭବ, କାରଣ ଈଶ୍ଵର ଯେ ଅଛନ୍ତି, ଆଉ ସେ ଯେ ତାହାଙ୍କ ଅନ୍ଵେଷଣକାରୀମାନଙ୍କର ପୁରସ୍କାରଦାତା, ଏହା ତାହାଙ୍କ ଛାମୁକୁ ଆସିବା ଲୋକର ବିଶ୍ଵାସ କରିବା ଆବଶ୍ୟକ। Gade chapit laଓଡିଆ ବାଇବେଲ6 ଆଉ ବିଶ୍ୱାସ ବିନା ତାହାଙ୍କ ସନ୍ତୋଷପାତ୍ର ହେବା ଅସମ୍ଭବ, କାରଣ ଈଶ୍ୱର ଯେ ଅଛନ୍ତି, ଆଉ ସେ ଯେ ତାହାଙ୍କ ଅନ୍ୱେଷଣକାରୀମାନଙ୍କର ପୁରସ୍କାରଦାତା, ଏହା ତାହାଙ୍କ ଛାମୁକୁ ଆସିବା ଲୋକର ବିଶ୍ୱାସ କରିବା ଆବଶ୍ୟକ । Gade chapit laପବିତ୍ର ବାଇବଲ (CL) NT (BSI)6 ବିଶ୍ୱାସ ବିନା କେହି ଈଶ୍ୱରଙ୍କ ସନ୍ତୁଷ୍ଟ କରିପାରେ ନାହିଁ, କାରଣ ଯେ ଈଶ୍ୱରଙ୍କ ନିକଟକୁ ଆସେ, ସେ ଈଶ୍ୱର ଯେ ତାଙ୍କର ଅନ୍ୱେଷଣକାରୀମାନଙ୍କର ଆଶା ପୂରଣ କରନ୍ତି, ତାହା ମଧ୍ୟ ବିଶ୍ୱାସ କରିବା ଆବଶ୍ୟକ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ ବିଶ୍ୱାସ ବିନା ତାହାଙ୍କ ସନ୍ତୋଷପାତ୍ର ହେବା ଅସମ୍ଭବ, କାରଣ ଈଶ୍ବର ଯେ ଅଛନ୍ତି, ଆଉ ସେ ଯେ ତାହାଙ୍କ ଅନ୍ୱେଷଣକାରୀମାନଙ୍କର ପୁରସ୍କାରଦାତା, ଏହା ତାହାଙ୍କ ଛାମୁକୁ ଆସିବା ଲୋକର ବିଶ୍ୱାସ କରିବା ଆବଶ୍ୟକ। Gade chapit la |
“ଏବଂ ତୁମ୍ଭେ, ମୋର ପୁତ୍ର ଶଲୋମନ, ତୁମ୍ଭ ପିତାଙ୍କର ପରମେଶ୍ୱରଙ୍କୁ ଜାଣିଅଛ। ଶୁଦ୍ଧ ହୃଦୟରେ ପରମେଶ୍ୱରଙ୍କର ସେବା କର। ପରମେଶ୍ୱରଙ୍କ ସେବା କରିବା ନିମନ୍ତେ ହୃଦୟରେ ଆନନ୍ଦିତ ହୁଅ। କାରଣ ପ୍ରତିଟି ବ୍ୟକ୍ତିର ହୃଦୟରେ କ’ଣ ଅଛି, ତାହା ସଦାପ୍ରଭୁ ଜାଣନ୍ତି। ସଦାପ୍ରଭୁ ତୁମ୍ଭ ହୃଦୟର ସମସ୍ତ ଚିନ୍ତାକୁ ବୁଝିପାରନ୍ତି। ଯଦି ତୁମ୍ଭେ ସଦାପ୍ରଭୁଙ୍କ ନିକଟକୁ ସାହାଯ୍ୟ ମାଗବା ନିମନ୍ତେ ଯିବ, ତୁମ୍ଭେ ଉତ୍ତର ପାଇବ। କିନ୍ତୁ ତୁମ୍ଭେ ଯଦି ସଦାପ୍ରଭୁଙ୍କଠାରୁ ଫେରି ଦୂରକୁ ଗ୍ଭଲିଯିବ, ତେବେ ସେ ତୁମ୍ଭକୁ ଚିରକାଳ ନିମନ୍ତେ ତ୍ୟାଗ କରିବେ।