ଏବ୍ରୀ 13:13 - ପବିତ୍ର ବାଇବଲ13 ଅତଏବ, ଆମ୍ଭେ ଶିବିରର ବାହାରକୁ ଯୀଶୁଙ୍କ ପାଖକୁ ଯିବା ଉଚିତ୍। ଆମ୍ଭେ ମଧ୍ୟ, ଯୀଶୁ ପାଇଥିବା ସମାନ ଲଜ୍ଜା ଗ୍ରହଣ କରିବା ଉଚିତ୍। Gade chapit laପବିତ୍ର ବାଇବଲ (Re-edited) - (BSI)13 ଅତଏବ, ଆସ, ଆମ୍ଭେମାନେ ତାହାଙ୍କ ପରି ନିନ୍ଦା ସହ୍ୟକରି ଛାଉଣୀର ବାହାରେ ତାହାଙ୍କ ନିକଟକୁ ଯାଉ। Gade chapit laଓଡିଆ ବାଇବେଲ13 ଅତଏବ, ଆସ, ଆମ୍ଭେମାନେ ତାହାଙ୍କ ପରି ନିନ୍ଦା ସହ୍ୟ କରି ଛାଉଣୀର ବାହାରେ ତାହାଙ୍କ ନିକଟକୁ ଯାଉ । Gade chapit laପବିତ୍ର ବାଇବଲ (CL) NT (BSI)13 ତେଣୁ ଯିବା ଏବଂ ତାଙ୍କ ସହ ନିନ୍ଦା, ଅପମାନ ସହ୍ୟ କରିବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଅତଏବ, ଆସ, ଆମ୍ଭେମାନେ ତାହାଙ୍କ ପରି ନିନ୍ଦା ସହ୍ୟ କରି ଛାଉଣୀର ବାହାରେ ତାହାଙ୍କ ନିକଟକୁ ଯାଉ। Gade chapit la |
ଆମ୍ଭେ ସର୍ବଦା ଯୀଶୁଙ୍କ ଉଦାହରଣ ଗ୍ରହଣ କରିବା ଉଚିତ୍। ଆମ୍ଭ ବିଶ୍ୱାସର ନେତା ଯୀଶୁ ଖ୍ରୀଷ୍ଟ ଅଟନ୍ତି। ସେ ଆମ୍ଭର ବିଶ୍ୱାସକୁ ସିଦ୍ଧ କରନ୍ତି। ସେ କ୍ରୁଶ ଉପରେ ମୃତ୍ୟୁର ଯାତନା ଭୋଗିଛନ୍ତି। କିନ୍ତୁ ସେ କ୍ରୁଶର ଲଜ୍ଜାକୁ ଏକ ଅର୍ଥହୀନ ବିଷୟ ବୋଲି ମନେ କରି ଗ୍ରହଣ କରିଛନ୍ତି। ପରମେଶ୍ୱର ତାହାଙ୍କ ସମ୍ମୁଖରେ ଯେଉଁ ଆନନ୍ଦର ଲକ୍ଷ୍ୟ ରଖିଥିଲେ, ସେଥିପାଇଁ ସେ ତାହା କଲେ। ଏବେ ସେ ପରମେଶ୍ୱରଙ୍କ ସିଂହାସନର ଡାହାଣରେ ବସିଛନ୍ତି।