ଏବ୍ରୀ 13:4 - ପବିତ୍ର ବାଇବଲ4 ବିବାହକୁ ସବୁଲୋକଙ୍କ ଦ୍ୱାରା ସମ୍ମାନ ମିଳିବା ଆବଶ୍ୟକ। ପ୍ରତ୍ୟେକ ବିବାହକୁ କେବଳ ଦୁଇ ଜଣଙ୍କ ଭିତରେ ନିର୍ଦ୍ଦିଷ୍ଟ ରଖିବା ଉଚିତ୍। ଯେଉଁମାନେ ଯୌନଗତ ପାପ ଓ ବ୍ୟଭିଗ୍ଭର କରୁଛନ୍ତି ପରମେଶ୍ୱର ସେମାନଙ୍କୁ ଦୋଷୀ ବୋଲି ବିଗ୍ଭର କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)4 ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ଵର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ। Gade chapit laଓଡିଆ ବାଇବେଲ4 ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ୱର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ । Gade chapit laପବିତ୍ର ବାଇବଲ (CL) NT (BSI)4 ବିବାହ ସମସ୍ତଙ୍କ ଦୃଷ୍ଟିରେ ମହତ୍ତ୍ୱପୂର୍ଣ୍ଣ ହେଉ, ସ୍ୱାମୀ ଓ ସ୍ତ୍ରୀ ପରସ୍ପର ପ୍ରତି ବିଶ୍ୱସ୍ତ ରହନ୍ତୁ। ଈଶ୍ୱର କାମକୁ ଓ ପାରଦାରିକମାନଙ୍କର ବିଚାର କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ବର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ। Gade chapit la |
ଅଥବା, ତୁମ୍ଭେମାନେ କ’ଣ ଜାଣ ନାହିଁ ଯେ ଯେଉଁ ଲୋକମାନେ ମନ୍ଦ କର୍ମ କରନ୍ତି, ସେମାନେ ପରମେଶ୍ୱରଙ୍କ ରାଜ୍ୟର ଉତ୍ତରାଧିକାରୀ ହେବେ ନାହିଁ। ନିଜକୁ ପ୍ରତାରଣା କର ନାହିଁ। ଯେଉଁମାନେ ଯୌନଗତ ପାପ କରନ୍ତି, ପୁଣି ମୂର୍ତ୍ତିପୂଜକ, ବ୍ୟଭିଗ୍ଭରୀ, ସମଲିଙ୍ଗୀ, ସ୍ୱାର୍ଥପର, ଗ୍ଭେର, ମଦୁଆ, ପରନିନ୍ଦକ ଓ ଠକୁଆ, ସେମାନେ ପରମେଶ୍ୱରଙ୍କ ରାଜ୍ୟର ଉତ୍ତରାଧିକାରୀ ହେବେ ନାହିଁ।
ତା'ପରେ ଆମ୍ଭେ ତୁମ୍ଭ ନିକଟକୁ ଆସିବା ଓ ଉଚିତ୍ ବିଗ୍ଭର କରିବା। ଆମ୍ଭେ ଅତି ଶୀଘ୍ର ସାକ୍ଷ୍ୟ ଦେବା ସେମାନଙ୍କ ବିରୁଦ୍ଧରେ, ଯେଉଁମାନେ ମାୟାବୀ, ବ୍ୟଭିଗ୍ଭରୀ, ମିଥ୍ୟାବାଦୀ ଏବଂ ଯେଉଁମାନେ କାମ କରିବା ଲୋକଙ୍କୁ ଠକନ୍ତି। ଯେଉଁମାନେ ବିଧବା ଓ ଅନାଥମାନଙ୍କୁ ଅତ୍ୟାଗ୍ଭର କରନ୍ତି, ବିଦେଶୀମାନଙ୍କୁ ତଡ଼ି ଦିଅନ୍ତି। ସେହିପରି ଲୋକମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି ନାହିଁ।” ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହିଥିଲେ।
ଅଧ୍ୟକ୍ଷ ବ୍ୟକ୍ତି ଜଣକ ଏତେ ଭଲ ହେବା ଦରକାର ଯେ ଲୋକେ ପ୍ରକୃତରେ ତାହାଙ୍କୁ ସମାଲୋଚନା କରିବାକୁ ଅସମର୍ଥ ହେବେ। ତାହାଙ୍କର ନିଶ୍ଚୟ ଗୋଟିଏ ମାତ୍ର ପତ୍ନୀ ଥିବା ଉଚିତ୍। ତାହାଙ୍କର ଆତ୍ମସଂଯମ ଥିବା ଦରକାର ଓ ସେ ବୁଦ୍ଧିମାନ ହେବା ଦରକାର। ସେ ଅନ୍ୟମାନଙ୍କ ଦ୍ୱାରା ସମ୍ମାନ ପାଉଥିବା ଦରକାର। ନିଜ ଘରେ ସ୍ୱାଗତ କରି ଲୋକମାନଙ୍କୁ ସେ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ଥିବା ଦରକାର। ସେ ଜଣେ ଭଲ ଶିକ୍ଷାଦାତା ହୋଇଥିବା ଦରକାର।