ଏବ୍ରୀ 3:11 - ପବିତ୍ର ବାଇବଲ11 ଅତଏବ ମୁଁ କ୍ରୋଧରେ ପ୍ରତିଜ୍ଞା କରି କହିଥିଲି, ‘ସେ ଲୋକମାନେ କେବେ ହେଲେ ମୋର ବିଶ୍ରାମସ୍ଥଳରେ ପ୍ରବେଶ କରିବେ ନାହିଁ।’” Gade chapit laପବିତ୍ର ବାଇବଲ (Re-edited) - (BSI)11 ଏଣୁ ଆମ୍ଭେ ଆପଣା କ୍ରୋଧରେ ଶପଥ କଲୁ, ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ। Gade chapit laଓଡିଆ ବାଇବେଲ11 ଏଣୁ ଆମ୍ଭେ ଆପଣା କ୍ରୋଧରେ ଶପଥ କଲୁ, ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)11 ମୁଁ କ୍ରୋଧରେ ଶପଥ କଲି, ‘ମୁଁ ଯେଉଁ ଦେଶରେ ସେମାନେଙ୍କୁ ବିଶ୍ରାମ ଦେଇଥାନ୍ତି, ସେହି ଦେଶରେ ସେମାନେ ଆଦୌ ପ୍ରବେଶ କରିପାରିବେ ନାହିଁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏଣୁ ଆମ୍ଭେ ଆପଣା କ୍ରୋଧରେ ଶପଥ କଲୁ, ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ।” Gade chapit la |