ଏବ୍ରୀ 3:13 - ପବିତ୍ର ବାଇବଲ13 କିନ୍ତୁ ପରସ୍ପରକୁ ପ୍ରତିଦିନ ଉତ୍ସାହିତ କର। “ଆଜିଦିନରେ” ପ୍ରଭୁଙ୍କ ପ୍ରତି ମନ ଦିଅ। ପାପର ଛଳନାପୂର୍ଣ୍ଣ ପ୍ରଲୋଭନରେ ପଡ଼ି ଲୋକେ ଯେପରି ହୃଦୟ କଠିନ ନ କରନ୍ତି, ଏଥିପାଇଁ ପରସ୍ପରକୁ ସାହାଯ୍ୟ କର। Gade chapit laପବିତ୍ର ବାଇବଲ (Re-edited) - (BSI)13 କିନ୍ତୁ କାଳେ ପାପର ପ୍ରବଞ୍ଚନା ଦ୍ଵାରା ତୁମ୍ଭମାନଙ୍କ ମଧ୍ୟରୁ କେହି କଠିନମନା ହୁଏ, ଏଥିନିମନ୍ତେ ଆଜି ସୁଯୋଗ ଥାଉ ଥାଉ ପ୍ରତିଦିନ ପରସ୍ପରକୁ ଉତ୍ସାହ ଦିଅ; Gade chapit laଓଡିଆ ବାଇବେଲ13 କିନ୍ତୁ କାଳେ ପାପର ପ୍ରବଞ୍ଚନା ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରୁ କେହି କଠିନମନା ହୁଏ, ଏଥି ନିମନ୍ତେ ଆଜି ସୁଯୋଗ ଥାଉ ଥାଉ ପ୍ରତିଦିନ ପରସ୍ପରକୁ ଉତ୍ସାହ ଦିଅ; Gade chapit laପବିତ୍ର ବାଇବଲ (CL) NT (BSI)13 ତୁମ୍ଭମାନଙ୍କ ମଧରୁ କେହି ଯେପରି ପାପ ଦ୍ୱାରା ପ୍ରତାରିତ ହୋଇ କଠିନ ହୃଦୟ ନ ହୁଅ, ଏଥିପାଇଁ ପରସ୍ପରକୁ ପ୍ରତିଦିନ ସାହାର୍ଯ୍ୟ କର। ପୁଣି ଧର୍ମଶାସ୍ତ୍ରରେ ଲିଖିତ ‘ଆଜି” ଶଦ୍ଦଟି ଯେ ପର୍ଯ୍ୟନ୍ତ ଆମ୍ଭେମାନଙ୍କ ପ୍ରତି ପ୍ରଯୁଜ୍ୟ, ସେ ପର୍ଯ୍ୟନ୍ତ ତାହା କରୁଥାଅ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 କିନ୍ତୁ କାଳେ ପାପର ପ୍ରବଞ୍ଚନା ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରୁ କେହି କଠିନମନା ହୁଏ, ଏଥିନିମନ୍ତେ ଆଜି ସୁଯୋଗ ଥାଉ ଥାଉ ପ୍ରତିଦିନ ପରସ୍ପରକୁ ଉତ୍ସାହ ଦିଅ; Gade chapit la |