ଏବ୍ରୀ 3:19 - ପବିତ୍ର ବାଇବଲ19 ଅତଏବ ଆମ୍ଭେ ଦେଖୁଛୁ ଯେ, ସେମାନେ ନିଜ ଅବିଶ୍ୱାସ ହେତୁ ସେଠାରେ ପ୍ରବେଶ କରିବା ପାଇଁ ଅସମର୍ଥ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)19 ଆମ୍ଭେମାନେ ଦେଖୁ ଯେ, ଅବିଶ୍ଵାସ ହେତୁ ସେମାନେ ପ୍ରବେଶ କରି ପାରିଲେ ନାହିଁ। Gade chapit laଓଡିଆ ବାଇବେଲ19 ଆମ୍ଭେମାନେ ଦେଖୁ ଯେ, ଅବିଶ୍ୱାସ ହେତୁ ସେମାନେ ବିଶ୍ରାମରେ ପ୍ରବେଶ କରି ପାରିଲେ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)19 ଅତଏବ ଆମେ ଦେଖୁଛୁ ଯେ, ସେମାନଙ୍କ ଅବିଶ୍ୱାସ ଯୋଗୁଁ ସେମାନେ ସେହି ବିଶ୍ରାମରେ ପ୍ରବେଶ କରି ପାରିଲେ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆମ୍ଭେମାନେ ଦେଖୁ ଯେ, ଅବିଶ୍ୱାସ ହେତୁ ସେମାନେ ବିଶ୍ରାମରେ ପ୍ରବେଶ କରିପାରିଲେ ନାହିଁ। Gade chapit la |