ଏବ୍ରୀ 3:9 - ପବିତ୍ର ବାଇବଲ9 ଗ୍ଭଳିଶ୍ ବର୍ଷ ଧରି ତୁମ୍ଭ ଲୋକମାନେ ମରୁଭୂମିରେ ମୋର କାର୍ଯ୍ୟ ଗୁଡ଼ିକ ଦେଖିଲେ। ତଥାପି ସେମାନେ ମୋ’ ଧୈର୍ଯ୍ୟର ପରୀକ୍ଷା ନେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)9 ସେହି ପ୍ରାନ୍ତରରେ ତୁମ୍ଭମାନଙ୍କ ପିତୃପୁରୁଷମାନେ ଆମ୍ଭକୁ ପରୀକ୍ଷା କରି ଆମ୍ଭର ଅନୁସନ୍ଧାନ କଲେ, ଆଉ ଚାଳିଶ ବର୍ଷ ପର୍ଯ୍ୟନ୍ତ ଆମ୍ଭର କାର୍ଯ୍ୟ ଦେଖିଲେ। Gade chapit laଓଡିଆ ବାଇବେଲ9 ସେହି ପ୍ରାନ୍ତରରେ ତୁମ୍ଭମାନଙ୍କ ପିତୃପୁରୁଷମାନେ ଆମ୍ଭକୁ ପରୀକ୍ଷା କରି ଆମ୍ଭର ଅନୁସନ୍ଧାନ କଲେ, ଆଉ ଚାଳିଶ ବର୍ଷ ପର୍ଯ୍ୟନ୍ତ ଆମ୍ଭର କାର୍ଯ୍ୟ ଦେଖିଲେ । Gade chapit laପବିତ୍ର ବାଇବଲ (CL) NT (BSI)9 ଈଶ୍ୱର କହନ୍ତି, ସେଠାରେ ସେମାନେ ମୋର ଶକ୍ତି ଓ ଧୈର୍ଯ୍ୟ ପରୀକ୍ଷା କଲେ, ଅଥଚ ଚାଲିଷ ବର୍ଷ ପର୍ଯ୍ୟନ୍ତ ମୁଁ ଯେଉଁସବୁ କାର୍ଯ୍ୟ କରିଥିଲି, ତାହା ସେମାନେ ଦେଖିଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 “ସେହି ପ୍ରାନ୍ତରରେ ତୁମ୍ଭମାନଙ୍କ ପିତୃ-ପୁରୁଷମାନେ ଆମ୍ଭକୁ ପରୀକ୍ଷା କରି ଆମ୍ଭର ଅନୁସନ୍ଧାନ କଲେ, ଆଉ ଚାଳିଶ ବର୍ଷ ପର୍ଯ୍ୟନ୍ତ ଆମ୍ଭର କାର୍ଯ୍ୟ ଦେଖିଲେ।” Gade chapit la |
ତା'ପରେ ଯୀଶୁ ଯୋହନଙ୍କ ସେହି ଶିଷ୍ୟମାନଙ୍କୁ କହିଲେ, “ଯାଅ ଓ ଏଠାରେ ତୁମ୍ଭେ ଯାହାସବୁ ଦେଖିଲ ଓ ଶୁଣିଲ, ତାହା ଯୋହନଙ୍କୁ ଯାଇ ଜଣାଅ। ଅନ୍ଧମାନେ ଦେଖି ପାରୁଛନ୍ତି, ଛୋଟାମାନେ ଗ୍ଭଲି ପାରୁଛନ୍ତି, କୁଷ୍ଠରୋଗୀ ସୁସ୍ଥ ହୋଇ ଯାଉଛନ୍ତି, ବଧିରଲୋକ ଶୁଣିପାରୁଛନ୍ତି, ମରିଯାଉଥିବା ଲୋକକୁ ପୁଣି ଜୀବନ ଦିଆଯାଉଛି ଏବଂ ଗରିବ ଲୋକମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟର ସୁସମାଗ୍ଭର ଶୁଣେଇ ଦିଆଯାଉଛି।