ଏବ୍ରୀ 4:15 - ପବିତ୍ର ବାଇବଲ15 ଅତଏବ ଆମ୍ଭେ ଆମ୍ଭମାନଙ୍କ ବିଶ୍ୱାସରେ ଦୃଢ଼ ରହିବା ଉଚିତ୍। ମହାଯାଜକ ଯୀଶୁ ଆମ୍ଭର ସମସ୍ତ ଦୁର୍ବଳତା ଜାଣନ୍ତି। ଜଗତରେ ଥିବା ବେଳେ ସେ ପ୍ରତ୍ୟେକ ଭାବରେ ପରୀକ୍ଷିତ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)15 କାରଣ ଯେ ଆମ୍ଭମାନଙ୍କ ଦୁର୍ବଳତାରେ ଆମ୍ଭମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ଅସମର୍ଥ, ଆମ୍ଭମାନଙ୍କର ଏପରି ମହାଯାଜକ ନାହାନ୍ତି, ବରଂ ସେ ପାପରହିତ ହୋଇ ଆମ୍ଭମାନଙ୍କ ପରି ସର୍ବତୋଭାବେ ପରୀକ୍ଷିତ ହେଲେ। Gade chapit laଓଡିଆ ବାଇବେଲ15 କାରଣ ଯେ ଆମ୍ଭମାନଙ୍କ ଦୁର୍ବଳତାରେ ଆମ୍ଭମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ଅସମର୍ଥ, ଆମ୍ଭମାନଙ୍କର ଏପରି ମହାଯାଜକ ନାହାଁନ୍ତି, ବରଂ ସେ ପାପରହିତ ହୋଇ ଆମ୍ଭମାନଙ୍କ ପରି ସର୍ବତୋଭାବେ ପରୀକ୍ଷିତ ହେଲେ । Gade chapit laପବିତ୍ର ବାଇବଲ (CL) NT (BSI)15 ଯେ ଆମର ଦୋଷ ଦୁର୍ବଳତା ଅନୁଭବ କରି ପାରନ୍ତି ନାହିଁ, ସେପରି ମହାଯାଜକ ସେ ନୁଦ୍ନ୍ି। ବରଂ ଆମ ମହାଯାଜକ, ଆମ ପରି ନାନା ପ୍ରକାରେ ପ୍ରଲୋଭିତ ହୋଇଥିଲେ, କିନ୍ତୁ ସେ ନିଷ୍ପାପ ରହିଲେ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କାରଣ ଯେ ଆମ୍ଭମାନଙ୍କ ଦୁର୍ବଳତାରେ ଆମ୍ଭମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ଅସମର୍ଥ, ଆମ୍ଭମାନଙ୍କର ଏପରି ମହାଯାଜକ ନାହାନ୍ତି, ବରଂ ସେ ପାପରହିତ ହୋଇ ଆମ୍ଭମାନଙ୍କ ପରି ସର୍ବତୋଭାବେ ପରୀକ୍ଷିତ ହେଲେ। Gade chapit la |
ଆମ୍ଭର ପାପପୂର୍ଣ୍ଣ ସ୍ୱଭାବ ଦ୍ୱାରା ବ୍ୟବସ୍ଥା ଶକ୍ତି ହୀନ ହୋଇପାରେ। କିନ୍ତୁ ବ୍ୟବସ୍ଥା ଯାହା କରି ପାରି ନ ଥିଲା, ତାହା ପରମେଶ୍ୱର କଲେ। ପରମେଶ୍ୱର ନିଜ ପୁତ୍ରକୁ ସେଇ ମାନବ ଶରୀର ପ୍ରଦାନ କରି ପୃଥିବୀକୁ ପଠାଇଲେ, ଯେଉଁ ଶରୀରକୁ ଅନ୍ୟମାନେ ପାପ କାମରେ ଲଗାନ୍ତି। ପାପର ପ୍ରାୟଶ୍ଚିତ୍ତ ପାଇଁ ପରମେଶ୍ୱର ତାହାଙ୍କ ପୁତ୍ରଙ୍କୁ ପଠାଇଲେ। ସେଥିପାଇଁ ପରମେଶ୍ୱର ପାପକୁ ବିନାଶ କରିବା ପାଇଁ ମାନବ ଶରୀରକୁ ବ୍ୟବହାର କଲେ।