ଏବ୍ରୀ 4:9 - ପବିତ୍ର ବାଇବଲ9 ଏହା ପ୍ରମାଣିତ କରେ ଯେ, ପରମେଶ୍ୱରଙ୍କ ଲୋକମାନଙ୍କ ଲାଗି ସପ୍ତମ ଦିନର ବିଶ୍ରାମ ଭୋଗିବାର ବାକି ଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)9 ଅତଏବ ଈଶ୍ଵରଙ୍କ ଲୋକମାନଙ୍କ ନିମନ୍ତେ ବିଶ୍ରାମବାର ଭୋଗ କରିବାର ବାକି ଅଛି। Gade chapit laଓଡିଆ ବାଇବେଲ9 ଅତଏବ ଈଶ୍ୱରଙ୍କ ଲୋକମାନଙ୍କ ନିମନ୍ତେ ବିଶ୍ରାମବାର ଭୋଗ କରିବାର ବାକି ଅଛି । Gade chapit laପବିତ୍ର ବାଇବଲ (CL) NT (BSI)9 ଅତଏବ ଏହା ସୁସ୍ପଷ୍ଟ ଯେ, ସପ୍ତମ ଦିନରେ ଈଶ୍ୱର ବିଶ୍ରାମ କରିବା ପରି, ତାଙ୍କ ଲୋକମାନଙ୍କ ନିମନ୍ତେ ଏକ ବିଶ୍ରାମର ସମୟ ରଖାଯାଇଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଅତଏବ ଈଶ୍ବରଙ୍କ ଲୋକମାନଙ୍କ ନିମନ୍ତେ ବିଶ୍ରାମବାର ଭୋଗ କରିବାର ବାକି ଅଛି। Gade chapit la |