Biblia Todo Logo
Bib sou entènèt

- Piblisite -




ଏବ୍ରୀ 5:3 - ପବିତ୍ର ବାଇବଲ

3 ମହାଯାଜକ ଅନ୍ୟଲୋକମାନଙ୍କ ପାପ ନିମନ୍ତେ ବଳି ଉତ୍ସର୍ଗ କରନ୍ତି କିନ୍ତୁ ତାହାଙ୍କର ନିଜର ମଧ୍ୟ ଦୁର୍ବଳତା ଥିବା ହେତୁରୁ ସେ ମଧ୍ୟ ନିଜ ପାପ ପାଇଁ ବଳି ଉତ୍ସର୍ଗ କରିବା ଉଚିତ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଏଥିସକାଶୁ ଲୋକମାନଙ୍କ ନିମନ୍ତେ ଯେପରି, ଆପଣା ନିମନ୍ତେ ମଧ୍ୟ ସେହିପରି ପାପାର୍ଥକ ବଳି ଉତ୍ସର୍ଗ କରିବା ତାହାଙ୍କ ଆବଶ୍ୟକ।

Gade chapit la Kopi

ଓଡିଆ ବାଇବେଲ

3 ଏଥିସକାଶୁ ଲୋକମାନଙ୍କ ନିମନ୍ତେ ଯେପରି, ଆପଣା ନିମନ୍ତେ ମଧ୍ୟ ସେହିପରି ପାପାର୍ଥକ ବଳି ଉତ୍ସର୍ଗ କରିବା ତାହାଙ୍କ ଆବଶ୍ୟକ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ପୁଣି, କେବଳ ଯେ ଅନ୍ୟମାନଙ୍କ ପାପ ନିନ୍ତେ ତାଙ୍କୁ ବଳି ଉତ୍ସର୍ଗ କରିବାକୁ ହୁଏ, ତା’ ନୁହେଁ, ମାତ୍ର ତାଙ୍କ ନିଜର ପାପ ପାଇଁ ମଧ୍ୟ ତାଙ୍କୁ ବଳି ଉତ୍ସର୍ଗ କରିବାକୁ ପଡ଼ିଥାଏ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏଥିସକାଶୁ ଲୋକମାନଙ୍କ ନିମନ୍ତେ ଯେପରି, ଆପଣା ନିମନ୍ତେ ମଧ୍ୟ ସେହିପରି ପାପାର୍ଥକ ବଳି ଉତ୍ସର୍ଗ କରିବା ତାହାଙ୍କ ଆବଶ୍ୟକ।

Gade chapit la Kopi




ଏବ୍ରୀ 5:3
10 Referans Kwoze  

କିନ୍ତୁ ଦ୍ୱିତୀୟ ବଖରା ଭିତରକୁ କେବଳ ବର୍ଷରେ ଥରେ ମହାଯାଜକ ଯାଇ ପାରୁଥିଲେ। ମହାଯାଜକ ଉତ୍ସର୍ଗ କରିବାର ରକ୍ତ ନ ନେଇ କଦାପି ସେଠାରେ ପ୍ରବେଶ କରନ୍ତି ନାହିଁ। ଯାଜକ ନିଜର ଲୋକମାନଙ୍କ ଆଜ୍ଞାନକୃତ ପାପ ନିମନ୍ତେ ସେହି ରକ୍ତ ପରମେଶ୍ୱରଙ୍କୁ ଅର୍ପଣ କରୁଥିଲେ।


ତା'ପରେ ମୋଶା ହାରୋଣଙ୍କୁ କହିଲେ, “ଯଜ୍ଞବେଦି ନିକଟକୁ ଆସ ଓ ଲୋକମାନଙ୍କ ଦ୍ୱାରା କରାଯାଇଥିବା ପାପର ପ୍ରାୟଶ୍ଚିତ ପାଇଁ ପାପାର୍ଥକ ବଳି ଓ ହୋମବଳି ଉତ୍ସର୍ଗ କର। ତା'ପରେ ଲୋକମାନଙ୍କର ଉପହାର ଉତ୍ସର୍ଗ କର ଓ ପ୍ରାୟଶ୍ଚିତ କର। କାରଣ ସଦାପ୍ରଭୁ ତୁମ୍ଭକୁ ଏହା କରିବା ପାଇଁ ଆଜ୍ଞା ଦେଇଛନ୍ତି।”


ସେ ଅନ୍ୟ ଯାଜକମାନଙ୍କ ଭଳି ନୁହନ୍ତି। ଅନ୍ୟ ଯାଜକମାନେ ପ୍ରତିଦିନ ବଳି ଉତ୍ସର୍ଗ କରିବା ଆବଶ୍ୟକ ଥିଲା। ପ୍ରଥମେ ନିଜ ପାଇଁ ଓ ପରେ ଅନ୍ୟ ଲୋକମାନଙ୍କ ପାପ ଲାଗି ସେମାନଙ୍କୁ ବଳି ଉତ୍ସର୍ଗ କରିବାକୁ ପଡ଼ୁଥିଲା। କିନ୍ତୁ ଯୀଶୁଙ୍କୁ ଏହା କରିବାକୁ ପଡ଼ି ନାହିଁ। ଯୀଶୁ ଚିରକାଳ ନିମନ୍ତେ ଏକାଥରକେ ବଳୀକୃତ ହେଲେ। ସେ ନିଜକୁ ସମର୍ପି ଦେଲେ।


ତା'ପରେ ହାରୋଣ ନିଜ ପାଇଁ ଗୋବତ୍ସକୁ ପାପାର୍ଥକ ବଳିରୂପେ ଉତ୍ସର୍ଗ କରିବ। ସେ ନିଜକୁ ଓ ନିଜ ପରିବାରକୁ ଏଥିରେ ପ୍ରାୟଶ୍ଚିତ କରିବ।


“ଏହା ପରେ ହାରୋଣ ଲୋକମାନଙ୍କର ପାପାର୍ଥକ ବଳିର ଛାଗ ନେଇ ବଧ କରିବ ଓ ତାହାର ରକ୍ତ ବିଚ୍ଛେଦବସ୍ତ୍ରର ଭିତରକୁ ଆଣି, ଯେପରି ଗୋବତ୍ସ ରକ୍ତ ନେଇ କରିଥିଲା, ସେହିପରି ତାହାର ରକ୍ତ ନେଇ କରିବ। ଅର୍ଥାତ୍ ପାପାଚ୍ଛାଦନ ଉପରେ ଓ ପାପାଚ୍ଛାଦନ ସମ୍ମୁଖରେ ତାହା ଛିଞ୍ଚିବ।


ମୁଁ ପାଇଥିବା ଶିକ୍ଷା ତୁମ୍ଭମାନଙ୍କୁ ଦେଲି। ଏହି ପ୍ରଧାନ ଶିକ୍ଷା ମୁଁ ତୁମ୍ଭମାନଙ୍କୁ ପ୍ରଦାନ କରିଥିଲି ଯେ, ଯୀଶୁ ଖ୍ରୀଷ୍ଟ ଶାସ୍ତ୍ର ଅନୁସାରେ ଆମ୍ଭର ପାପ ପାଇଁ ମଲେ।


ଖ୍ରୀଷ୍ଟ ପାପଗୁଡ଼ିକ ପାଇଁ ଥରେ ମାତ୍ର ବଳିଦାନ ରୂପେ ସମର୍ପିତ କରିଥିଲେ, ଓ ସେହି ବଳିଦାନ ସବୁଦିନ ପାଇଁ ପର୍ଯ୍ୟାପ୍ତ ଅଟେ।


Swiv nou:

Piblisite


Piblisite