Biblia Todo Logo
Bib sou entènèt

- Piblisite -




ଏବ୍ରୀ 6:3 - ପବିତ୍ର ବାଇବଲ

3 ହଁ ଯଦି ପରମେଶ୍ୱର ଅନୁମତି ଦିଅନ୍ତି, ଆମ୍ଭେ ଏପରି କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ହଁ, ଈଶ୍ଵରଙ୍କ ଅନୁମତି ହେଲେ ଆମ୍ଭେମାନେ ଏହା କରିବା।

Gade chapit la Kopi

ଓଡିଆ ବାଇବେଲ

3 ହଁ, ଈଶ୍ୱରଙ୍କ ଅନୁମତି ହେଲେ ଆମ୍ଭେମାନେ ଏହା କରିବା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ଆମକୁ ଏବେ ଆଗୋଇ ଯିବାକୁ ହେବ। ଈଶ୍ୱରଙ୍କ ଉପରେ ନିର୍ଭର କରି ଏହାହିଁ ଆମ୍ଭେମାନେ କରିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ହଁ, ଈଶ୍ବରଙ୍କ ଅନୁମତି ହେଲେ ଆମ୍ଭେମାନେ ଏହା କରିବା।

Gade chapit la Kopi




ଏବ୍ରୀ 6:3
6 Referans Kwoze  

ମୁଁ ଏବେ ତୁମ୍ଭମାନଙ୍କ ସହିତ ଦେଖା କରିବାକୁ ଇଚ୍ଛା କରୁ ନାହିଁ, କାରଣ ପ୍ରଭୁ ଅନୁମତି ଦେଲେ ତୁମ୍ଭମାନଙ୍କ ସହ ଅଧିକ ସମୟ ରହିବା ପାଇଁ ଆଶା କରେ।


ସେ ଗଲାବେଳେ କହିଲେ, “ଯଦି ପରମେଶ୍ୱର ଗ୍ଭହାନ୍ତି, ତେବେ ମୁଁ ପୁଣି ତୁମ୍ଭମାନଙ୍କ ପାଖକୁ ଆସିବି।” ତା'ପରେ ସେ ଜଳପଥରେ ଏଫିସରୁ ବିଦାୟ ନେଲେ।


କିନ୍ତୁ ଖୁବ୍ ଶୀଘ୍ର ମୁଁ ତୁମ୍ଭମାନଙ୍କ ପାଖକୁ ଯିବି, ଓ ଅହଂକାର କରୁଥିବା ଲୋକମାନେ କ’ଣ ଅଧିକ କାର୍ଯ୍ୟ କରୁଛନ୍ତି ତାହା ମୁଁ ଦେଖିବାକୁ ଗ୍ଭହେଁ।


ଅତଏବ ତୁମ୍ଭେ କହିବା ଉଚିତ୍: “ଯଦି ପରମେଶ୍ୱରଙ୍କ ଇଚ୍ଛା ଥାଏ, ଆମ୍ଭେ ଜୀବିତ ରହିବୁ ଓ ଏହା କରିବୁ ବା ତାହା କରିବୁ।”


ତା'ପରେ ଯଦି ପରମେଶ୍ୱର ଇଚ୍ଛା କରନ୍ତି ତା'ହେଲେ ମୁଁ ତୁମ୍ଭମାନଙ୍କ ପାଖକୁ ଆନନ୍ଦର ସହ ଆସିବି ଓ ବିଶ୍ରାମ ନେବି।


ଲୋକମାନେ ଖ୍ରୀଷ୍ଟଙ୍କ ମାର୍ଗ ଛାଡ଼ି ଦେଲା ପରେ କ’ଣ ତୁମ୍ଭେମାନେ ସେମାନଙ୍କ ଜୀବନ କେବେ ପରିବର୍ତ୍ତନ କରି ପାରିବ? ଯେଉଁମାନେ ସତ୍ୟର ଶିକ୍ଷା ପାଇ ସାରିଛନ୍ତି ମୁଁ ସେମାନଙ୍କୁ ଏହା କହୁଛି। ସେମାନେ ପରମେଶ୍ୱରଙ୍କ ଦାନ ପ୍ରାପ୍ତ କରି, ଓ ପବିତ୍ରଆତ୍ମାଙ୍କ ସହଭାଗୀ ହୋଇଛନ୍ତି। ସେମାନେ ପରମେଶ୍ୱରଙ୍କ କଥା ଶୁଣିଲେ ଓ ପରମେଶ୍ୱରଙ୍କ ଭାବୀଜଗତର ମହାନ୍ ଶକ୍ତି ଗୁଡ଼ିକୁ ଦେଖିଥିଲେ। ସେମାନେ ତହିଁର ଉତ୍ତମତା ଜୀବନରେ ଉପଲ‌ବ୍‌‌‌‌ଧି କରିଛନ୍ତି। କିନ୍ତୁ ତା'ପରେ ମଧ୍ୟ ସେମାନେ ଖ୍ରୀଷ୍ଟଙ୍କ ମାର୍ଗ ଛାଡ଼ିଛନ୍ତି। ସେମାନେ ଯୀଶୁଙ୍କୁ ପୁନର୍ବାର କ୍ରୁଶରେ ଚଢ଼ାଇ କଣ୍ଟା ମାରୁଛନ୍ତି। ସେମାନେ ସମସ୍ତଙ୍କ ଆଗରେ ଯୀଶୁ ଖ୍ରୀଷ୍ଟଙ୍କୁ ଅପମାନିତ କରୁଛନ୍ତି।


Swiv nou:

Piblisite


Piblisite