ଏବ୍ରୀ 7:14 - ପବିତ୍ର ବାଇବଲ14 କାରଣ ଏହା ସ୍ପଷ୍ଟ ଯେ, ଆମ୍ଭମାନଙ୍କର ପ୍ରଭୁ ଯିହୂଦାଙ୍କ ଗୋଷ୍ଠୀରେ ଜାତ। ମାତ୍ର ସେହି ଗୋଷ୍ଠୀର ଯାଜକମାନଙ୍କ ବିଷୟରେ ମୋଶା କହିନାହାନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)14 କାରଣ ଏହା ସ୍ପଷ୍ଟ ଯେ, ଆମ୍ଭମାନଙ୍କର ପ୍ରଭୁ ଯିହୁଦାଙ୍କ ଗୋଷ୍ଠୀରୁ ଉତ୍ପନ୍ନ ହୋଇଅଛନ୍ତି, ଯେଉଁ ଗୋଷ୍ଠୀର ଯାଜକତ୍ଵ ସମ୍ଵନ୍ଧରେ ମୋଶା କିଛି କହି ନାହାନ୍ତି। Gade chapit laଓଡିଆ ବାଇବେଲ14 କାରଣ ଏହା ସ୍ପଷ୍ଟ ଯେ, ଆମ୍ଭମାନଙ୍କର ପ୍ରଭୁ ଯିହୂଦାଙ୍କ ଗୋଷ୍ଠୀରୁ ଉତ୍ପନ୍ନ ହୋଇଅଛନ୍ତି, ଯେଉଁ ଗୋଷ୍ଠୀର ଯାଜକତ୍ତ୍ୱ ସମ୍ବନ୍ଧରେ ମୋଶା କିଛି କହି ନାହାଁନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)14 ଏହା ସୁବିଦିତ ଯେ, ସେ ଯିହୁଦା ବଂଶେ ଜନ୍ମ ଗ୍ରହଣ କରିଥିଲେ ଏବଂ ଯାଜକ ହେବା ପାଇଁ ମୋଶା ଏହି ବଂଶର ନାମ ଉଲ୍ଲେଖ କରି ନାହାଁନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 କାରଣ ଏହା ସ୍ପଷ୍ଟ ଯେ, ଆମ୍ଭମାନଙ୍କର ପ୍ରଭୁ ଯିହୂଦାଙ୍କ ଗୋଷ୍ଠୀରୁ ଉତ୍ପନ୍ନ ହୋଇଅଛନ୍ତି, ଯେଉଁ ଗୋଷ୍ଠୀର ଯାଜକତ୍ୱ ସମ୍ବନ୍ଧରେ ମୋଶା କିଛି କହି ନାହାନ୍ତି। Gade chapit la |