ଏବ୍ରୀ 8:12 - ପବିତ୍ର ବାଇବଲ12 ଓ ମୋ’ ବିରୁଦ୍ଧରେ କରିଥିବା ଦୋଷ ସବୁ ମୁଁ କ୍ଷମା କରିଦେବି, ଏବଂ ମୁଁ ସେମାନଙ୍କ ପାପଗୁଡ଼ିକୁ ଆଉ ଅଧିକ ମନେ ରଖିବି ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)12 କାରଣ ଆମ୍ଭେ ସେମାନଙ୍କର ଅଧର୍ମ ପ୍ରତି ସଦୟ ହେବା, ପୁଣି, ସେମାନଙ୍କର ପାପସବୁ ଆଉ ସ୍ମରଣରେ ଆଣିବା ନାହିଁ। Gade chapit laଓଡିଆ ବାଇବେଲ12 କାରଣ ଆମ୍ଭେ ସେମାନଙ୍କର ଅଧର୍ମ ପ୍ରତି ସଦୟ ହେବା, ପୁଣି, ପାପସବୁ ଆଉ ସ୍ମରଣରେ ଆଣିବା ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)12 ମୁଁ ସେମାନଙ୍କର ସମସ୍ତ ପାପ କ୍ଷମା କରିବି ଓ ସେମାନଙ୍କର କୌଣସି ଅନ୍ୟାୟ ସ୍ମରଣରେ ରଖିବ ନାହିଁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କାରଣ ଆମ୍ଭେ ସେମାନଙ୍କର ଅଧର୍ମ ପ୍ରତି ସଦୟ ହେବା, ପୁଣି, ସେମାନଙ୍କର ପାପସବୁ ଆଉ ସ୍ମରଣରେ ଆଣିବା ନାହିଁ।” Gade chapit la |