Biblia Todo Logo
Bib sou entènèt

- Piblisite -




ଏବ୍ରୀ 8:13 - ପବିତ୍ର ବାଇବଲ

13 ପରମେଶ୍ୱର ଏହାକୁ ନୂତନ ନିୟମ ବୋଲି କହି, ପ୍ରଥମ ନିୟମଟିକୁ ପୁରାତନ ନିୟମ କରି ଅଛନ୍ତି। ଯେଉଁ ବିଷୟସବୁ ପୁରାତନ ଓ ଅକାମୀ ହୋଇଯାଇଛି, ତାହା ଅତିଶୀଘ୍ର ଲୋପ ପାଇଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ସେ ନୂତନ ନିୟମ ବୋଲି କହିବା ଦ୍ଵାରା ପ୍ରଥମକୁ ପୁରାତନ କରିଅଛନ୍ତି; ଆଉ ଯାହା ପୁରାତନ ଓ ଜୀର୍ଣ୍ଣ ହୋଇଯାଉଅଛି, ତାହାର ଅନ୍ତର୍ହିତ ହେବାର ସମୟ ସନ୍ନିକଟ।

Gade chapit la Kopi

ଓଡିଆ ବାଇବେଲ

13 ସେ ନୂତନ ନିୟମ ବୋଲି କହିବା ଦ୍ୱାରା ପ୍ରଥମକୁ ପୁରାତନ କରିଅଛନ୍ତି; ଆଉ ଯାହା ପୁରାତନ ଓ ଜୀର୍ଣ୍ଣ ହୋଇଯାଉଅଛି, ତାହାର ଲୋପ ହେବାର ସମୟ ସନ୍ନିକଟ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ଏହାକୁ ନୂତନ ବୋଲି ଉଲ୍ଲେଖ କରିବା ଦ୍ୱାରା ଈଶ୍ୱର ପ୍ରଥମଟିକୁ ପୁରାତନ ଓ ଅପ୍ରଚଳିତ, ତାହା ଶୀଘ୍ର ଲୋକ ପାଇବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସେ “ନୂତନ ନିୟମ” ବୋଲି କହିବା ଦ୍ୱାରା ପ୍ରଥମକୁ ପୁରାତନ କରିଅଛନ୍ତି; ଆଉ ଯାହା ପୁରାତନ ଓ ଜୀର୍ଣ୍ଣ ହୋଇଯାଉଅଛି, ତାହାର ଲୋପ ହେବାର ସମୟ ସନ୍ନିକଟ।

Gade chapit la Kopi




ଏବ୍ରୀ 8:13
15 Referans Kwoze  

ଯଦି କୌଣସି ଲୋକ ଖ୍ରୀଷ୍ଟଙ୍କଠାରେ ଅଛି, ସେ ନୂତନ ଭାବରେ ସୃଷ୍ଟି ହୋଇ ଅଛି। ପୁରୁଣା ବିଷୟ ସମସ୍ତ ଗ୍ଭଲି ଯାଇଅଛି, ଓ ପ୍ରତ୍ୟେକ ବିଷୟ ନୂଆ ହୋଇ ଯାଇଛି।


ଅତଏବ, ପରମେଶ୍ୱରଙ୍କ ପାଖରୁ ଯୀଶୁ ଖ୍ରୀଷ୍ଟ ଗୋଟିଏ ନୂତନ ନିୟମ ଆଣିଲେ। ଏହି ନୂତନ ନିୟମର ଉଦ୍ଦେଶ୍ୟ ଯେପରି ପରମେଶ୍ୱରଙ୍କ ଦ୍ୱାରା ଆହୂତ ପ୍ରତ୍ୟେକ ଲୋକ ପରମେଶ୍ୱରଙ୍କ ପ୍ରତିଜ୍ଞାର ଅଧିକାରୀ ହେବେ। ସେମାନେ ଅନନ୍ତକାଳ ଏହି ଅଧିକାର ଭୋଗ କରିବେ। କାରଣ ପ୍ରଥମ ନିୟମ କାଳରେ ଲୋକମାନେ ଯେଉଁ ପାପସବୁ କରିଥିଲେ, ତହିଁର ପ୍ରତିଦାନରେ ଖ୍ରୀଷ୍ଟ ମୃତ୍ୟୁ ବରଣ କଲେ।


ପ୍ରେମ କଦାପି ଶେଷ ହୁଏ ନାହିଁ। ଯଦି ଭାବବାଣୀ ଥାଏ, ତାହା ଲୋପ ହେବ, ଅନେକ ଭାଷା କହିବା ଶକ୍ତି ବନ୍ଦ ହୋଇଯିବ; ଯଦି ଜ୍ଞାନ ଥାଏ ତାହା ଲୋପ ହେବ।


ତୁମ୍ଭେମାନେ ସ୍ୱର୍ଗମଣ୍ଡଳ ପ୍ରତି ଊର୍ଦ୍ଧ୍ୱଦୃଷ୍ଟି କର ଓ ଅଧଃସ୍ଥିତ ଭୂମଣ୍ଡଳ ପ୍ରତି ନିରୀକ୍ଷଣ କର। କାରଣ ଆକାଶ ମଣ୍ଡଳ ଧୂମ ତୁଲ୍ୟ ଅନ୍ତର୍ହିତ ହେବ ଓ ଭୂମଣ୍ଡଳ ବସ୍ତୁ ତୁଲ୍ୟ ଜୀର୍ଣ୍ଣ ହେବ। ଆଉ ମଧ୍ୟ ପୃଥିବୀବାସୀ ସେହିପରି ମୃତ୍ୟୁବରଣ କରିବେ। ମାତ୍ର ଆମ୍ଭର ପରିତ୍ରାଣ ଅନନ୍ତକାଳସ୍ଥାୟୀ ହେବ ଓ ଆମ୍ଭର ଧର୍ମାଗ୍ଭର ଲୁପ୍ତ ହେବ ନାହିଁ।


ପୃଥିବୀ ଓ ଆକାଶ ନଷ୍ଟ ହୋଇଯିବ, କିନ୍ତୁ ମୋର ବାକ୍ୟ କେବେ ଅନ୍ୟଥା ହେବ ନାହିଁ।


ସେହିଭଳି ରାତ୍ର ଭୋଜନ ପରେ ଯୀଶୁ ଦ୍ରାକ୍ଷାରସର ପାତ୍ରଟି ଧରି କହିଲେ। “ଏହି ଦ୍ରାକ୍ଷାରସ ଦର୍ଶାଏ ଯେ ପରମେଶ୍ୱର ତାହାଙ୍କ ଲୋକମାନଙ୍କ ସହିତ ଗୋଟିଏ ନୂଆ ଚୁକ୍ତି କରି ଅଛନ୍ତି। ମୁଁ ତୁମ୍ଭମାନଙ୍କୁ ଦେଉଥିବା ମୋର ରକ୍ତରେ ଏହି ଚୁକ୍ତି ଆରମ୍ଭ ହୁଏ।”


ସେ ଆମ୍ଭକୁ ଗୋଟିଏ ନୂତନ ଚୁକ୍ତିର ସେବକ ହେବା ପାଇଁ ଯୋଗ୍ୟ ବିବେଚିତ କରିଛନ୍ତି। ଏହା ଲିଖିତ ନିୟମ ନୁହେଁ, ବରଂ ଆତ୍ମାର ଗୋଟିଏ ଚୁକ୍ତି ଅଟେ। ଲିଖିତ ନିୟମ ମୃତ୍ୟୁ ଆଣେ। କିନ୍ତୁ ଆତ୍ମା ଜୀବନ ପ୍ରଦାନ କରେ।


ଏହି ବିଷୟ ଗୁଡ଼ିକ ଲୋପ ପାଇବ, କିନ୍ତୁ ତୁମ୍ଭେ ନିତ୍ୟସ୍ଥାୟୀ। ସମସ୍ତ ବିଷୟ ବସ୍ତ୍ରଭଳି ପୁରୁଣା ହୋଇଯିବ।


ଏହାର ଅର୍ଥ ହେଲା ଯେ ସେହି ପ୍ରକାରେ ପରମେଶ୍ୱରଙ୍କ ନିଜ ଲୋକଙ୍କ ସହିତ କରିଥିବା ଶ୍ରେଷ୍ଠତର ନିୟମର ଯୀଶୁ ହେଉଛନ୍ତି ଜଣେ ଜାମି‌ନ୍‌ଦାର।


କିନ୍ତୁ ଯୀଶୁଙ୍କୁ ଯେଉଁ କାମ କରିବାକୁ ଦିଆ ହୋଇଛି ତାହା ସେହି ଯାଜକମାନଙ୍କ କାମଠାରୁ ଉତ୍କୃଷ୍ଟତର। ସେପ୍ରକାରେ, ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱର ଆପଣା ଲୋକଙ୍କ ପ୍ରତି କରିଥିବା ନୂତନ ନିୟମ ପୁରାତନ ନିୟମ ଅପେକ୍ଷା ଉତ୍କୃଷ୍ଟ ଅଟେ। ଏହି ନୂତନ ନିୟମ ଅପେକ୍ଷାକୃତ ଉତ୍ତମ ପ୍ରତିଜ୍ଞା ସମ୍ବଳିତ ଅଟେ।


କିନ୍ତୁ ପରମେଶ୍ୱର ଲୋକମାନଙ୍କଠାରେ ତୃଟି ଦେଖିଲେ। ପରମେଶ୍ୱର କହିଲେ: “ପ୍ରଭୁ କହନ୍ତି, ସମୟ ଆସୁଛି, ଯେତେବେଳେ ମୁଁ ଇସ୍ରାଏଲ ଲୋକମାନଙ୍କ ଓ ଯିହୂଦୀୟ ଲୋକମାନଙ୍କ ସହିତ ନୂତନ ଚୁକ୍ତି କରିବି।


ତୁମ୍ଭେମାନେ, ପରମେଶ୍ୱରଙ୍କଠାରୁ ନୂତନ ନିୟମ ନିଜ ଲୋକଙ୍କ ପାଖକୁ ଆଣିଥିବା ଯୀଶୁଙ୍କ ପାଖକୁ ଆସିଛ। ତୁମ୍ଭେମାନେ ହେବଲଙ୍କ ରକ୍ତ ଅପେକ୍ଷା ଅଧିକ ଭଲ ବାକ୍ୟ କହି ପାରୁଥିବା ରକ୍ତ ସେଚନ ନିକଟକୁ ଆସିଛ।


Swiv nou:

Piblisite


Piblisite