ଏବ୍ରୀ 8:3 - ପବିତ୍ର ବାଇବଲ3 ପରମେଶ୍ୱରଙ୍କୁ ଦାନ ଓ ବଳି ଉତ୍ସର୍ଗ କରିବା ପ୍ରତ୍ୟେକ ମହାଯାଜକଙ୍କ କାମ ଅଟେ। ଅତଏବ ଆମ୍ଭର ମହାଯାଜକ ମଧ୍ୟ ପରମେଶ୍ୱରଙ୍କୁ କିଛି ଉତ୍ସର୍ଗ କରିବା କଥା। Gade chapit laପବିତ୍ର ବାଇବଲ (Re-edited) - (BSI)3 କାରଣ ପ୍ରତ୍ୟେକ ମହାଯାଜକ ଦାନ ଓ ବଳି ଉଭୟ ଉତ୍ସର୍ଗ କରିବାକୁ ନିଯୁକ୍ତ ହୁଅନ୍ତି, ଅତଏବ ଏହି ମହାଯାଜକଙ୍କର ମଧ୍ୟ ଉତ୍ସର୍ଗ କରିବା ନିମନ୍ତେ କିଛି ଥିବା ଆବଶ୍ୟକ। Gade chapit laଓଡିଆ ବାଇବେଲ3 କାରଣ ପ୍ରତ୍ୟେକ ମହାଯାଜକ ଦାନ ଓ ବଳି ଉଭୟ ଉତ୍ସର୍ଗ କରିବାକୁ ନିଯୁକ୍ତ ହୁଅନ୍ତି, ଅତଏବ ଏହି ମହାଯାଜକଙ୍କର ମଧ୍ୟ ଉତ୍ସର୍ଗ କରିବା ନିମନ୍ତେ କିଛି ଥିବା ଆବଶ୍ୟକ । Gade chapit laପବିତ୍ର ବାଇବଲ (CL) NT (BSI)3 ପ୍ରତ୍ୟେକମହାଯାଜକ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ଓ ପ୍ରଶୁବଳି ଉତ୍ସର୍ଗ କରିବାକୁ ନିଯୁକ୍ତ ହାଇଥାନ୍ତି। ତେଣୁ ଆମର ମହାଯାଜକ ମଧ୍ୟ ସେପରି କିଛି ନୈବେଦ୍ୟ ଉତ୍ସର୍ଗ କରିବା ଆବଶ୍ୟକ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କାରଣ ପ୍ରତ୍ୟେକ ମହାଯାଜକ ଦାନ ଓ ବଳି ଉଭୟ ଉତ୍ସର୍ଗ କରିବାକୁ ନିଯୁକ୍ତ ହୁଅନ୍ତି, ଅତଏବ ଏହି ମହାଯାଜକଙ୍କର ମଧ୍ୟ ଉତ୍ସର୍ଗ କରିବା ନିମନ୍ତେ କିଛି ଥିବା ଆବଶ୍ୟକ। Gade chapit la |
ନିଶ୍ଚିତ ରୂପେ ଖ୍ରୀଷ୍ଟଙ୍କର ରକ୍ତ ବହୁତ କିଛି ଅଧିକ କରିପାରେ। ଖ୍ରୀଷ୍ଟ ଅନନ୍ତ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁଣ ବଳିସ୍ୱରୂପେ ପରମେଶ୍ୱରଙ୍କୁ ଉତ୍ସର୍ଗ କଲେ। ତାହାଙ୍କର ରକ୍ତ, ଆମ୍ଭର ମନ୍ଦକାର୍ଯ୍ୟରୁ ଆମ୍ଭକୁ ଧୋଇ ପୂର୍ଣ୍ଣ ଭାବରେ ଶୁଚି କରିଦେବ। ତାହାଙ୍କର ରକ୍ତ ଆମ୍ଭ ହୃଦୟକୁ ମଧ୍ୟ ପବିତ୍ର କରିବ। ଆମ୍ଭେ ପବିତ୍ର ହୋଇ ଜୀବନ୍ତ ପରମେଶ୍ୱରଙ୍କର ସେବା କରି ପାରିବା।