Biblia Todo Logo
Bib sou entènèt

- Piblisite -




ଏବ୍ରୀ 9:6 - ପବିତ୍ର ବାଇବଲ

6 ମୋର କହିବା ଅନୁଯାୟୀ ସେହି ତମ୍ବୁରେ ସମସ୍ତ କିଛି ପ୍ରସ୍ତୁତ କରି ରଖା ଯାଇଥିଲା। ଯାଜକମାନେ ଉପାସନା କାର୍ଯ୍ୟ କରିବା ପାଇଁ ପ୍ରଥମ ବଖରାଟିକୁ ପ୍ରତିଦିନ ଯାଆନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଏହିସବୁ ଏହି ପ୍ରକାରେ ପ୍ରସ୍ତୁତ ହୋଇଥିବାରୁ ଯାଜକ-ମାନେ ଉପାସନା କରିବା ନିମନ୍ତେ ତମ୍ଵୁର ପ୍ରଥମ ଭାଗରେ ସର୍ବଦା ପ୍ରବେଶ କରନ୍ତି,

Gade chapit la Kopi

ଓଡିଆ ବାଇବେଲ

6 ଏହି ସବୁ ଏହି ପ୍ରକାରେ ପ୍ରସ୍ତୁତ ହୋଇଥିବାରୁ ଯାଜକମାନେ ଉପାସନା କରିବା ନିମନ୍ତେ ତମ୍ବୁର ପ୍ରଥମ ଭାଗରେ ସର୍ବଦା ପ୍ରବେଶ କରନ୍ତି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ସେଠାରେ ଏହିପରି ବ୍ୟବସ୍ଥା ରହିଛି:ଯାଜକମାନେ ପ୍ରତିଦିନ ତମ୍ବୁର ପ୍ରଥମ ପ୍ରକାଷ୍ଠରେ ପ୍ରବେଶ କରି ସମାନଙ୍କର କର୍ତ୍ତବ୍ୟ ସାଧନ କରନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏହିସବୁ ଏହି ପ୍ରକାରେ ପ୍ରସ୍ତୁତ ହୋଇଥିବାରୁ ଯାଜକମାନେ ଉପାସନା କରିବା ନିମନ୍ତେ ତମ୍ବୁର ପ୍ରଥମ ଭାଗରେ ସର୍ବଦା ପ୍ରବେଶ କରନ୍ତି,

Gade chapit la Kopi




ଏବ୍ରୀ 9:6
9 Referans Kwoze  

ସେମାନଙ୍କୁ କୁହ, ସେମାନେ ନିମ୍ନରେ ଦର୍ଶାଯାଇଥିବା ଉପହାରଗୁଡ଼ିକ ସଦାପ୍ରଭୁଙ୍କ ନିକଟକୁ ଆଣିବେ। ନିତ୍ୟ ହୋମ ନିମନ୍ତେ ଏକ ବର୍ଷୀୟ ନିଖୁଣ ଦୁଇଟି ମେଷବତ୍ସ ଉତ୍ସର୍ଗ କରିବେ।


ହାରୋଣ ଓ ତା'ର ପୁତ୍ରମାନେ ପରଦା ପଛରେ ଥିବା ନିୟମ-ସିନ୍ଦୁକ ଓ ଏହାର ସମ୍ମୁଖରେ ଥିବା ଏହାକୁ ସନ୍ଧ୍ୟାରୁ ସକାଳ ପର୍ଯ୍ୟନ୍ତ ପ୍ରସ୍ତୁତ ରଖିବା ଉଚିତ୍। ଏହି ବ୍ୟବସ୍ଥା ଇସ୍ରାଏଲ ଲୋକମାନଙ୍କ ପାଇଁ ସର୍ବଦା ପ୍ରଜୁଯ୍ୟ ହେବ।”


ଆଉ ସେହି ଶିଙ୍ଗଟି ଅତି ବଳିଷ୍ଠ ହୋଇ ପରମେଶ୍ୱରଙ୍କ ସ୍ୱର୍ଗୀୟ ସୈନ୍ୟମାନଙ୍କ ଦଳପତି ବିରୁଦ୍ଧରେ ଗଲା, ଏହା ତାଙ୍କଠାରୁ ଦୈନନ୍ଦିନ ହୋମାର୍ଥକ ବଳି ଛଡ଼େଇ ନେଲା ଓ ମନ୍ଦିରକୁ ଧ୍ୱଂସ କଲା।


ତୁମ୍ଭେ ଲେବୀୟମାନଙ୍କଠାରୁ ତୁମ୍ଭର ଅନ୍ୟ ଭ୍ରାତୃଗଣଙ୍କୁ ତୁମ୍ଭ ନିକଟକୁ ଆଣ। ସେମାନେ ତୁମ୍ଭ ସହିତ ଯୋଗ ଦେବେ ଓ ତୁମ୍ଭର ସାହାଯ୍ୟ କରିବେ। ଯେତେବେଳେ ତୁମ୍ଭେ ଓ ତୁମ୍ଭ ପୁତ୍ରଗଣ ସାକ୍ଷ୍ୟ ତମ୍ବୁ ସମ୍ମୁଖରେ ରହିବ।


ସେମାନେ ଇସ୍ରାଏଲୀୟ ଲୋକ। ସେମାନେ ପରମେଶ୍ୱରଙ୍କର ବଛାଯାଇଥିବା ସନ୍ତାନ। ସେମାନଙ୍କ ପାଖରେ ପରମେଶ୍ୱରଙ୍କ ମହିମା ଅଛି ଓ ସେମାନେ ପରମେଶ୍ୱର ଲୋକମାନଙ୍କ ସହିତ କରିଥୀବା ଚୁକ୍ତିର ସହଭାଗୀ। ପରମେଶ୍ୱର ସେମାନଙ୍କୁ ମୋଶାଙ୍କ ବ୍ୟବସ୍ଥା ଓ ଉପାସନାର ସଠିକ ପଦ୍ଧତି ଦେଇଛନ୍ତି। ପରମେଶ୍ୱର ସେମାନଙ୍କୁ ତାହାଙ୍କର ପ୍ରତିଶ୍ରୁତିମାନ ଦେଇଛନ୍ତି।


ଲେବୀ ପରିବାରବର୍ଗଙ୍କ ଯାଜକମାନଙ୍କର ପଦ୍ଧତି ଅନୁଯାୟୀ ଲୋକଙ୍କୁ ବ୍ୟବସ୍ଥା ପ୍ରଦତ୍ତ ହୋଇଥିଲା। କିନ୍ତୁ ଏହି ଯାଜକମାନଙ୍କର ପଦ୍ଧତି ଦ୍ୱାରା ଲୋକମାନଙ୍କୁ ଆଧ୍ୟାତ୍ମିକ ଭାବରେ ସିଦ୍ଧ କରାଯାଇ ପାରିଲା ନାହିଁ। ଅତଏବ, ଆଉ ଜଣେ ଯାଜକର ଆସିବା ଆବଶ୍ୟକ ଥିଲା। ହାରୋଣଙ୍କ ଭଳି ନୁହେଁ ମାତ୍ର ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକଙ୍କ ଭଳି ଆଉ ଜଣେ ଯାଜକର ଆବଶ୍ୟକ ଥିଲା।


Swiv nou:

Piblisite


Piblisite