ହୋଶେୟ 1:1 - ପବିତ୍ର ବାଇବଲ1 ବେରିଙ୍କ ପୁତ୍ର ହୋଶେୟଙ୍କ ନିକଟକୁ ସଦାପ୍ରଭୁଙ୍କ ଏହି ବାର୍ତ୍ତା ଆସିଲା। ଏହି ବାର୍ତ୍ତା ଯିହୁଦାର ରାଜା ଉଷିୟ, ଯୋଥମ୍, ଆହସ ଓ ହିଜକିୟଙ୍କ ରାଜତ୍ୱ କାଳରେ ଓ ଇସ୍ରାଏଲର ରାଜା ଯୋୟାସଙ୍କ ପୁତ୍ର ଯାରବିୟାମଙ୍କ ସମୟରେ ଆସିଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)1 ଯିହୁଦାର ରାଜଗଣ ଉଷୀୟ, ଯୋଥମ, ଆହସ ଓ ହିଜକୀୟର ଅଧିକାର ସମୟରେ ଯୋୟାସର ପୁତ୍ର ଇସ୍ରାଏଲର ରାଜା ଯାରବୀୟାମର ସମୟରେ ସଦାପ୍ରଭୁଙ୍କର ଏହି ବାକ୍ୟ ବେରିଙ୍କ ପୁତ୍ର ହୋଶେୟଙ୍କର ନିକଟରେ ଉପସ୍ଥିତ ହେଲା। Gade chapit laଓଡିଆ ବାଇବେଲ1 ଯିହୁଦାର ରାଜାଗଣ ଉଷୀୟ, ଯୋଥମ୍, ଆହସ୍ ଓ ହିଜକୀୟର ରାଜତ୍ୱ ସମୟରେ ଯୋୟାଶ୍ର ପୁତ୍ର ଇସ୍ରାଏଲର ରାଜା ଯାରବୀୟାମର ସମୟରେ ସଦାପ୍ରଭୁଙ୍କର ଏହି ବାକ୍ୟ ବେରିଙ୍କ ପୁତ୍ର ହୋଶେୟଙ୍କର ନିକଟରେ ଉପସ୍ଥିତ ହେଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯିହୁଦାର ରାଜାଗଣ ଉଷୀୟ, ଯୋଥମ୍, ଆହସ୍ ଓ ହିଜକୀୟର ରାଜତ୍ୱ ସମୟରେ ଯୋୟାଶ୍ର ପୁତ୍ର ଇସ୍ରାଏଲର ରାଜା ଯାରବୀୟାମର ସମୟରେ ସଦାପ୍ରଭୁଙ୍କର ଏହି ବାକ୍ୟ ବେରିଙ୍କ ପୁତ୍ର ହୋଶେୟଙ୍କର ନିକଟରେ ଉପସ୍ଥିତ ହେଲା। Gade chapit la |