ହୋଶେୟ 1:10 - ପବିତ୍ର ବାଇବଲ10 “ସମୁଦ୍ରର ବାଲୁକା ସଦୃଶ ଇସ୍ରାଏଲ ସନ୍ତାନଗଣର ସଂଖ୍ୟା ଭବିଷ୍ୟତରେ ବୃଦ୍ଧି ପାଇବ। ତୁମ୍ଭେ ସମୁଦ୍ରର ବାଲିକୁ ମାପି ପାରିବ ନାହିଁ କି ଗଣି ପାରିବ ନାହିଁ। ଯେଉଁ ସ୍ଥାନରେ ସେମାନଙ୍କୁ କୁହାଯାଇଥିଲା, ସେହି ସ୍ଥାନରେ ଏହା ଘଟିବ। ସେମାନଙ୍କୁ ମଧ୍ୟ କୁହାଯିବ, ‘ତୁମ୍ଭେମାନେ ମୋ’ ଲୋକ ନୁହଁ। ତୁମ୍ଭେ ଜୀବନ୍ତ ପରମେଶ୍ୱରଙ୍କର ସନ୍ତାନ ଅଟ।’ Gade chapit laପବିତ୍ର ବାଇବଲ (Re-edited) - (BSI)10 ତଥାପି ଇସ୍ରାଏଲ-ସନ୍ତାନଗଣର ସଂଖ୍ୟା ସମୁଦ୍ରର ବାଲୁକା ତୁଲ୍ୟ ଅପରିମେୟ ଓ ଅସଂଖ୍ୟ ହେବ; ପୁଣି, ଯେଉଁ ସ୍ଥଳରେ ସେମାନଙ୍କୁ, ତୁମ୍ଭେମାନେ ଆମ୍ଭର ଲୋକ ନୁହଁ ବୋଲି କୁହା ଯାଇଥିଲା, ସେସ୍ଥଳରେ ସେମାନଙ୍କୁ କୁହାଯିବ ଯେ, ତୁମ୍ଭେମାନେ ଜୀବିତ ପରମେଶ୍ଵରଙ୍କର ସନ୍ତାନଗଣ ଅଟ। Gade chapit laଓଡିଆ ବାଇବେଲ10 ତଥାପି ଇସ୍ରାଏଲ ସନ୍ତାନଗଣର ସଂଖ୍ୟା ସମୁଦ୍ରର ବାଲୁକା ତୁଲ୍ୟ ଅପରିମେୟ ଓ ଅସଂଖ୍ୟ ହେବ; ପୁଣି, ଯେଉଁ ସ୍ଥଳରେ ସେମାନଙ୍କୁ, “ତୁମ୍ଭେମାନେ ଆମ୍ଭର ଲୋକ ନୁହଁ” ବୋଲି କୁହା ଯାଇଥିଲା, ସେହି ସ୍ଥଳରେ ସେମାନଙ୍କୁ କୁହାଯିବ ଯେ, “ତୁମ୍ଭେମାନେ ଜୀବିତ ପରମେଶ୍ୱରଙ୍କର ସନ୍ତାନଗଣ ଅଟ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତଥାପି ଇସ୍ରାଏଲ-ସନ୍ତାନଗଣର ସଂଖ୍ୟା ସମୁଦ୍ରର ବାଲୁକା ତୁଲ୍ୟ ଅପରିମେୟ ଓ ଅସଂଖ୍ୟ ହେବ; ପୁଣି, ଯେଉଁ ସ୍ଥଳରେ ସେମାନଙ୍କୁ, “ତୁମ୍ଭେମାନେ ଆମ୍ଭର ଲୋକ ନୁହଁ” ବୋଲି କୁହାଯାଇଥିଲା, ସେହି ସ୍ଥଳରେ ସେମାନଙ୍କୁ କୁହାଯିବ ଯେ, “ତୁମ୍ଭେମାନେ ଜୀବିତ ପରମେଶ୍ୱରଙ୍କର ସନ୍ତାନଗଣ ଅଟ।” Gade chapit la |