Biblia Todo Logo
Bib sou entènèt

- Piblisite -




ହୋଶେୟ 1:8 - ପବିତ୍ର ବାଇବଲ

8 ଗୋମରା ଲୋ-ରୁହାମାଙ୍କ ସେବା ଶେଷ କଲାପରେ ସେ ପୁନର୍ବାର ଗର୍ଭବତୀ ହେଲେ। ସେ ଗୋଟିଏ ପୁତ୍ର ସନ୍ତାନ ଜନ୍ମ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ସେ ସ୍ତ୍ରୀ ଲୋ-ରୁହାମାକୁ ସ୍ତନ୍ୟପାନ ତ୍ୟାଗ କରାଇଲା ଉତ୍ତାରେ ଗର୍ଭଧାରଣ କରି ଏକ ପୁତ୍ର ପ୍ରସବ କଲା।

Gade chapit la Kopi

ଓଡିଆ ବାଇବେଲ

8 ସେହି ସ୍ତ୍ରୀ ଲୋ-ରୁହାମାକୁ ସ୍ତନ୍ୟପାନ ତ୍ୟାଗ କରାଇଲା ଉତ୍ତାରେ ଗର୍ଭଧାରଣ କରି ଏକ ପୁତ୍ର ପ୍ରସବ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେହି ସ୍ତ୍ରୀ ଲୋ-ରୁହାମାକୁ ସ୍ତନ୍ୟପାନ ତ୍ୟାଗ କରାଇଲା ଉତ୍ତାରେ ଗର୍ଭଧାରଣ କରି ଏକ ପୁତ୍ର ପ୍ରସବ କଲା।

Gade chapit la Kopi




ହୋଶେୟ 1:8
4 Referans Kwoze  

ତା'ପରେ ଗୋମର ପୁନର୍ବାର ଗର୍ଭବତୀ ହେଲେ ଓ ଏକ କନ୍ୟା ସନ୍ତାନ ଜନ୍ମ ଦେଲେ। ସଦାପ୍ରଭୁ ହୋଶେୟକୁ କହିଲେ, “ତା'ର ନାମ ଲୋ-ରୁହାମା ଦିଅ। କାରଣ ଆମ୍ଭେ ଏଣିକି ଇସ୍ରାଏଲ ଜାତିକୁ ଆଉ ଦୟା ଦେଖାଇବା ନାହିଁ। ଆମ୍ଭେ ସେମାନଙ୍କୁ କ୍ଷମା ଦେବା ନାହିଁ।


କିନ୍ତୁ ଆମ୍ଭେ ଯିହୁଦାର ଲୋକଙ୍କୁ ଦୟା ଦେଖାଇବା। ଆମ୍ଭେ ଯିହୁଦା ଦେଶକୁ ରକ୍ଷା କରିବା। ଆମ୍ଭେ ସେମାନଙ୍କୁ ରକ୍ଷା କରିବାକୁ ଖଣ୍ତା କି ଧନୁ ବ୍ୟବହାର କରିବା ନାହିଁ। ଆମ୍ଭେ ସେମାନଙ୍କୁ ରକ୍ଷା କରିବାକୁ ଯୁଦ୍ଧରେ ଅଶ୍ୱ କି ସୈନ୍ୟ ବ୍ୟବହାର କରିବା ନାହିଁ। ଆମ୍ଭେ ସେମାନଙ୍କୁ ଆମ୍ଭ ନିଜ ଶକ୍ତି ବଳରେ ରକ୍ଷା କରିବା।”


ତା'ପରେ ସଦାପ୍ରଭୁ କହିଲେ, “ତା'ର ନାମ ଲୋ-ଆମୀ ଦିଅ। କାରଣ, ତୁମ୍ଭେମାନେ ଆମ୍ଭର ଲୋକ ନୁହଁ କି ଆମ୍ଭେ ତୁମ୍ଭର ପରମେଶ୍ୱର ନୁହଁ।”


ଯେତେବେଳେ ଇ‌ସ୍‌ହାକ ଯଥେଷ୍ଟ ବଡ଼ ହେଲେ ଖାଦ୍ୟ ଖାଇବା ଆରମ୍ଭ କଲେ। ତେଣୁ ଅବ୍ରହାମ ଏକ ବିରାଟ ଭୋଜିର ଆୟୋଜନ କଲେ।


Swiv nou:

Piblisite


Piblisite