Biblia Todo Logo
Bib sou entènèt

- Piblisite -




ହୋଶେୟ 1:9 - ପବିତ୍ର ବାଇବଲ

9 ତା'ପରେ ସଦାପ୍ରଭୁ କହିଲେ, “ତା'ର ନାମ ଲୋ-ଆମୀ ଦିଅ। କାରଣ, ତୁମ୍ଭେମାନେ ଆମ୍ଭର ଲୋକ ନୁହଁ କି ଆମ୍ଭେ ତୁମ୍ଭର ପରମେଶ୍ୱର ନୁହଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତହିଁରେ ସଦାପ୍ରଭୁ କହିଲେ, ତୁମ୍ଭେ ତାହାର ନାମ ଲୋ-ଆମୀ (ଆମ୍ଭର ଲୋକ ନୁହେଁ) ରଖ; କାରଣ ତୁମ୍ଭେମାନେ ଆମ୍ଭର ଲୋକ ନୁହଁ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ଵର ନୋହିବା।

Gade chapit la Kopi

ଓଡିଆ ବାଇବେଲ

9 ତହିଁରେ ସଦାପ୍ରଭୁ କହିଲେ, “ତୁମ୍ଭେ ତାହାର ନାମ ଲୋ-ଆମୀ (ଆମ୍ଭର ଲୋକ ନୁହେଁ) ରଖ; କାରଣ ତୁମ୍ଭେମାନେ ଆମ୍ଭର ଲୋକ ନୁହଁ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା ନାହିଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତହିଁରେ ସଦାପ୍ରଭୁ କହିଲେ, “ତୁମ୍ଭେ ତାହାର ନାମ ଲୋ-ଆମୀ (ଆମ୍ଭର ଲୋକ ନୁହେଁ) ରଖ; କାରଣ ତୁମ୍ଭେମାନେ ଆମ୍ଭର ଲୋକ ନୁହଁ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା ନାହିଁ।”

Gade chapit la Kopi




ହୋଶେୟ 1:9
5 Referans Kwoze  

ଅନନ୍ତର ସଦାପ୍ରଭୁ ମୋତେ କହିଲେ, “ହେ ଯିରିମିୟ, ଯଦିଓ ମୋଶା ଓ ଶାମୁୟେଲ ଆମ୍ଭ ସମ୍ମୁଖରେ ଠିଆ ହୋଇ ଯିହୁଦାର ଲୋକମାନଙ୍କ ପାଇଁ ପ୍ରାର୍ଥନା କରନ୍ତି, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପାଇଁ ଅନୁକୂଳ ନୁହେଁ। ସେମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କର। ସେମାନଙ୍କୁ ବାହାରି ଯିବାକୁ କୁହ।


ତହିଁ ପରଦିନ ପ‌‌‌ଶ୍‌‌‌ହୂର ଯିରିମିୟଙ୍କୁ ହରିକାଠରୁ ବାହାର କରି ଆଣିଲା। ତା'ପରେ ଯିରିମିୟ ତାଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭର ନାମ ପ‌‌‌ଶ୍‌‌‌ହୂର ନ ରଖି ‘ମାଗୋର ମୀଷାବୀବ୍’ (ଚତୁର୍ଦ୍ଦିଗେ ଆଶଙ୍କା) ରଖି ଅଛନ୍ତି।


ଗୋମରା ଲୋ-ରୁହାମାଙ୍କ ସେବା ଶେଷ କଲାପରେ ସେ ପୁନର୍ବାର ଗର୍ଭବତୀ ହେଲେ। ସେ ଗୋଟିଏ ପୁତ୍ର ସନ୍ତାନ ଜନ୍ମ ଦେଲେ।


“ସମୁଦ୍ରର ବାଲୁକା ସଦୃଶ ଇସ୍ରାଏଲ ସନ୍ତାନଗଣର ସଂଖ୍ୟା ଭବିଷ୍ୟତରେ ବୃଦ୍ଧି ପାଇବ। ତୁମ୍ଭେ ସମୁଦ୍ରର ବାଲିକୁ ମାପି ପାରିବ ନାହିଁ କି ଗଣି ପାରିବ ନାହିଁ। ଯେଉଁ ସ୍ଥାନରେ ସେମାନଙ୍କୁ କୁହାଯାଇଥିଲା, ସେହି ସ୍ଥାନରେ ଏହା ଘଟିବ। ସେମାନଙ୍କୁ ମଧ୍ୟ କୁହାଯିବ, ‘ତୁମ୍ଭେମାନେ ମୋ’ ଲୋକ ନୁହଁ। ତୁମ୍ଭେ ଜୀବନ୍ତ ପରମେଶ୍ୱରଙ୍କର ସନ୍ତାନ ଅଟ।’


ଆମ୍ଭେ ଇସ୍ରାଏଲ ଭୂମିରେ ବହୁ ମଞ୍ଜି ବୁଣିବା। ଲୋ-ରୁହାମାଙ୍କୁ ଆମ୍ଭେ ଦୟା କରିବା। ଲୋ-ଆମୀକୁ କହିବା, ‘ତୁମ୍ଭେ ଆମ୍ଭ ଲୋକ’ ଏବଂ ସେମାନେ ମୋତେ କହିବେ, ‘ତୁମ୍ଭେ ଆମ୍ଭର ପରମେଶ୍ୱର।’”


Swiv nou:

Piblisite


Piblisite