Biblia Todo Logo
Bib sou entènèt

- Piblisite -




ହୋଶେୟ 10:15 - ପବିତ୍ର ବାଇବଲ

15 ବୈଥେଲ୍, ତୁମ୍ଭର ଦୁଷ୍ଟାମୀ ଯୋଗୁଁ ଏହିପରି ହେବ। ଯେତେବେଳେ ସକାଳ ହେବ ଇସ୍ରାଏଲର ରାଜା ସମ୍ପୂର୍ଣ୍ଣ ଧ୍ୱଂସ ହେବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ତୁମ୍ଭର ମହା ଦୁଷ୍ଟତା ସକାଶୁ ବୈଥେଲ୍ ତୁମ୍ଭ ପ୍ରତି ସେହି ପ୍ରକାର କରିବ; ଇସ୍ରାଏଲର ରାଜା ଅରୁଣୋଦୟ ସମୟରେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହେବ।

Gade chapit la Kopi

ଓଡିଆ ବାଇବେଲ

15 ତୁମ୍ଭର ମହା ଦୁଷ୍ଟତା ସକାଶୁ ବେଥେଲ୍‍ ତୁମ୍ଭ ପ୍ରତି ସେହି ପ୍ରକାର କରିବ; ଇସ୍ରାଏଲର ରାଜା ଅରୁଣୋଦୟ ସମୟରେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତୁମ୍ଭର ମହା ଦୁଷ୍ଟତା ସକାଶୁ ବେଥେଲ୍‍ ତୁମ୍ଭ ପ୍ରତି ସେହି ପ୍ରକାର କରିବ; ଇସ୍ରାଏଲର ରାଜା ଅରୁଣୋଦୟ ସମୟରେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହେବ।

Gade chapit la Kopi




ହୋଶେୟ 10:15
8 Referans Kwoze  

ଶମରିୟାର ଲୋକମାନେ ବୈଥ୍-ଆବନର ବାଛୁରିମାନଙ୍କୁ ପୂଜା କରନ୍ତି। ସେହି ଲୋକମାନେ ପ୍ରକୃତରେ କାନ୍ଦିବେ। ଯାଜକମାନେ ମଧ୍ୟ ପ୍ରକୃତରେ କାନ୍ଦିବେ। କାରଣ ସେମାନଙ୍କର ସୁନ୍ଦର ପ୍ରତିମା ଗ୍ଭଲିଗଲା। ତାକୁ ଦୂରେଇ ନିଆଗଲା।


ପାଣିରେ ଗୋଟିଏ କାଠଖଣ୍ତ ଭାସି ଗଲାପରି, ଶମରିୟାର ରାଜା ଧ୍ୱଂସ ହେବେ।


ଏହାର କ’ଣ ଏହି ଅର୍ଥ ଯେ ଯାହା ଭଲ, ତାହା ହିଁ ମୋ’ ପାଇଁ ମୃତ୍ୟୁ ଆଣିଲା? କିନ୍ତୁ ଯାହା ଭଲ ପାପ ତାହାକୁ ହିଁ ବ୍ୟବହାର କରି ମୋ’ ପାଇଁ ମୃତ୍ୟୁ ଆଣିଲା। ଏହା ହେଲା, ଯେପରି ମୁଁ ଜାଣି ପାରିବି ପାପ କ’ଣ? ପାପ ହେଉଛି ଅତିଶୟ ମନ୍ଦ, ଏହା ଜଣାଇବା ପାଇଁ ଏପରି ଘଟିଲା ଓ ଆଜ୍ଞାର ବ୍ୟବହାର ମଧ୍ୟ ଏହା ହିଁ ଦେଖାଇବା ପାଇଁ ହେଲା।


ବର୍ତ୍ତମାନ ଇସ୍ରାଏଲୀୟମାନେ କୁହନ୍ତି, “ଆମ୍ଭମାନଙ୍କର ରାଜା ନାହାନ୍ତି। ଆମ୍ଭେ ସଦାପ୍ରଭୁଙ୍କୁ ସମ୍ମାନ କରୁ ନାହୁଁ ଏବଂ ତାଙ୍କର ରାଜା ଆମ୍ଭମାନଙ୍କର କିଛି କରି ପାରିବେ ନାହିଁ।”


ପୁଣି ବର୍ତ୍ତମାନ ସଦାପ୍ରଭୁ କୁହନ୍ତି, “ତିନି ବର୍ଷ ମଧ୍ୟରେ ସେହିସବୁ ଲୋକମାନେ ଓ ସେମାନଙ୍କର ଗର୍ବ କରୁଥିବା ଜିନିଷଗୁଡ଼ିକ ଲୋପ ପାଇବ। ଅବଶିଷ୍ଟାଂଶ ଏତେ ଅଳ୍ପ ହେବ ଯେ ଗଣନା ଯୋଗ୍ୟ ହେବ ନାହିଁ।”


ତେଣୁ ତୁମ୍ଭମାନଙ୍କର ସୈନ୍ୟବାହିନୀ ଯୁଦ୍ଧର ଶବ୍ଦ ଶୁଣିବେ ଏବଂ ତୁମ୍ଭମାନଙ୍କର ସମସ୍ତ ଦୁର୍ଗ ଧ୍ୱଂସ ପାଇବ। ଶଲମନ ବୈଥ୍-ଅରବେଲକୁ ଧ୍ୱଂସ କଲାପରି ଏହା ଘଟିବ। ଯୁଦ୍ଧ ସମୟରେ ମାମାନଙ୍କୁ ସେମାନଙ୍କର ପିଲାମାନଙ୍କ ସହିତ ହତ୍ୟା କରାଗଲା।


ସଦାପ୍ରଭୁ କହିଲେ, “ଇସ୍ରାଏଲ ବାଲ୍ୟ ଥିଲା ବେଳେ ଆମ୍ଭେ ତାକୁ ଭଲ ପାଉଥିଲୁ। ଆମ୍ଭେ ମିଶରକୁ ପୁଅ ବୋଲି ଡାକୁଥିଲୁ।


Swiv nou:

Piblisite


Piblisite