ହୋଶେୟ 11:11 - ପବିତ୍ର ବାଇବଲ11 ସେମାନେ ମିଶରରୁ ପକ୍ଷୀ ସଦୃଶ ଥରିଥରି ଆସିବେ। ଅଶୂରୀୟରୁ କପୋତ ପରି ଥରିଥରି ଆସିବେ। ଏବଂ ଆମ୍ଭେ ସେମାନଙ୍କୁ ଗୃହକୁ ଫେରାଇ ନେବା ବୋଲି” ସଦାପ୍ରଭୁ କହିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)11 ସେମାନେ ପକ୍ଷୀ ପରି ମିସରରୁ ଓ କପୋତ ପରି ଅଶୂର ଦେଶରୁ ଥରଥର ହୋଇ ଆସିବେ; ପୁଣି, ଆମ୍ଭେ ସେମାନଙ୍କୁ ସେମାନଙ୍କ ଗୃହରେ ବାସ କରାଇବା, ଏହା ପ୍ରଭୁ ସଦାପ୍ରଭୁ କହନ୍ତି। Gade chapit laଓଡିଆ ବାଇବେଲ11 ସେମାନେ ପକ୍ଷୀ ପରି ମିସରରୁ ଓ କପୋତ ପରି ଅଶୂର ଦେଶରୁ ଥରଥର ହୋଇ ଆସିବେ; ପୁଣି, ଆମ୍ଭେ ସେମାନଙ୍କୁ ସେମାନଙ୍କ ଗୃହରେ ବାସ କରାଇବା, ଏହା ପ୍ରଭୁ ସଦାପ୍ରଭୁ କହନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେମାନେ ପକ୍ଷୀ ପରି ମିସରରୁ ଓ କପୋତ ପରି ଅଶୂର ଦେଶରୁ ଥରଥର ହୋଇ ଆସିବେ; ପୁଣି, ଆମ୍ଭେ ସେମାନଙ୍କୁ ସେମାନଙ୍କ ଗୃହରେ ବାସ କରାଇବା, ଏହା ପ୍ରଭୁ ସଦାପ୍ରଭୁ କହନ୍ତି। Gade chapit la |