ହୋଶେୟ 11:2 - ପବିତ୍ର ବାଇବଲ2 କିନ୍ତୁ ଇସ୍ରାଏଲକୁ ଯେତେ ଅଧିକ ନିଜର କଲୁ ଇସ୍ରାଏଲ ସେତେ ଅଧିକ ଆମ୍ଭଠାରୁ ଦୂରେଇଗଲା। ଇସ୍ରାଏଲୀୟମାନେ ବାଲ୍ଦେବଗଣଙ୍କ ଉଦ୍ଦେଶ୍ୟରେ ବଳି ଦେଲେ। ସେମାନେ ପ୍ରତିମା ନିକଟରେ ଧୂପ ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ସେମାନେ ଯେତେ ସେମାନଙ୍କୁ ଡାକିଲେ, ସେତେ ସେମାନେ ସେମାନଙ୍କଠାରୁ ଦୂରକୁ ଗଲେ; ସେମାନେ ବାଲ୍ଦେବଗଣ ଉଦ୍ଦେଶ୍ୟରେ ବଳିଦାନ କଲେ ଓ ଖୋଦିତ ପ୍ରତିମାଗଣ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇଲେ। Gade chapit laଓଡିଆ ବାଇବେଲ2 ମାତ୍ର ଯେତେ ସେମାନଙ୍କୁ ଡାକିଲେ, ସେତେ ସେମାନେ ସେମାନଙ୍କଠାରୁ ଦୂରକୁ ଗଲେ; ସେମାନେ ବାଲ୍ଦେବଗଣ ଉଦ୍ଦେଶ୍ୟରେ ବଳିଦାନ କଲେ ଓ ଖୋଦିତ ପ୍ରତିମାଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମାତ୍ର ଯେତେ ସେମାନଙ୍କୁ ଡାକିଲେ, ସେତେ ସେମାନେ ସେମାନଙ୍କଠାରୁ ଦୂରକୁ ଗଲେ; ସେମାନେ ବାଲ୍ଦେବଗଣ ଉଦ୍ଦେଶ୍ୟରେ ବଳିଦାନ କଲେ ଓ ଖୋଦିତ ପ୍ରତିମାଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ। Gade chapit la |
“ଯିରୁଶାଲମ, ହେ ଯିରୁଶାଲମ! ତୁମ୍ଭେ ଭବିଷ୍ୟଦ୍ବକ୍ତାମାନଙ୍କୁ ହତ୍ୟା କରୁଛ। ଯେଉଁ ଲୋକମାନଙ୍କୁ ପରମେଶ୍ୱର ତୁମ୍ଭ ପାଖକୁ ପଠାଇଥିଲେ, ତୁମ୍ଭେ ତାହାଙ୍କୁ ପଥର ଫୋପାଡ଼ି ମାରି ଦେଇଛ। ମୁଁ ଅନେକ ଥର ତୁମ୍ଭ ଲୋକମାନଙ୍କୁ ସାହାଯ୍ୟ କରିବାକୁ ଗ୍ଭହିଁଛି। ଗୋଟିଏ କୁକୁଡ଼ା ତା'ର ପକ୍ଷତଳେ କୁକୁଡ଼ା ଛୁଆମାନଙ୍କୁ ଏକାଠି କରିବାଭଳି ମୁଁ ତୁମ୍ଭମାନଙ୍କ ଲୋକମାନଙ୍କୁ ଏକାଠି କରିବାକୁ ଗ୍ଭହିଁଥିଲି। କିନ୍ତୁ ତୁମ୍ଭେମାନେ ମୋତେ ତାହା କରେଇ ଦେଲ ନାହିଁ।
ପୁନର୍ବାର ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ ସେହିପରି କାର୍ଯ୍ୟମାନ କଲେ। ସେମାନେ ବାଲ୍ଦେବତାଗଣ, ଅଷ୍ଟାରୋତ୍ ଦେବୀଗଣ, ଅରାମୀୟମାନଙ୍କର ଦେବଗଣ, ସୀଦୋନୀୟମାନଙ୍କର ଦେବଗଣ, ମୋୟାବୀୟମାନଙ୍କର ଦେବଗଣ, ଅମ୍ମୋନୀୟମାନଙ୍କର ଦେବଗଣ ଓ ପଲେଷ୍ଟୀୟମାନଙ୍କର ଦେବଗଣଙ୍କର ପୂଜା କଲେ। ସେମାନେ ମଧ୍ୟ ସଦାପ୍ରଭୁଙ୍କୁ ପାସୋରି ପକାଇଲେ ଓ ତାଙ୍କର ସେବା କଲେ ନାହିଁ।