Biblia Todo Logo
Bib sou entènèt

- Piblisite -




ହୋଶେୟ 12:13 - ପବିତ୍ର ବାଇବଲ

13 କିନ୍ତୁ ସଦାପ୍ରଭୁ ଜଣେ ଭବିଷ୍ୟ‌ଦ୍‌ବକ୍ତାଙ୍କୁ ରଖିଲେ ଏବଂ ମିଶରରୁ ଇସ୍ରାଏଲକୁ ନେଇ ଆସିଲେ। ସଦାପ୍ରଭୁ ସେହି ଭବିଷ୍ୟ‌ଦ୍‌ବକ୍ତାଙ୍କୁ ଲଗାଇ ଇସ୍ରାଏଲକୁ ନିରାପଦ ରଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ସଦାପ୍ରଭୁ ଏକ ଜଣ ଭବିଷ୍ୟଦ୍ବକ୍ତା ଦ୍ଵାରା ଇସ୍ରାଏଲକୁ ମିସରରୁ ବାହାର କରି ଆଣିଲେ ଓ ଏକ ଜଣ ଭବିଷ୍ୟଦ୍ବକ୍ତା ଦ୍ଵାରା ସେ ରକ୍ଷିତ ହେଲା।

Gade chapit la Kopi

ଓଡିଆ ବାଇବେଲ

13 ସଦାପ୍ରଭୁ ଏକ ଜଣ ଭବିଷ୍ୟଦ୍‍ବକ୍ତା ଦ୍ୱାରା ଇସ୍ରାଏଲକୁ ମିସରରୁ ବାହାର କରି ଆଣିଲେ ଓ ଏକ ଜଣ ଭବିଷ୍ୟଦ୍‍ବକ୍ତା ଦ୍ୱାରା ସେ ରକ୍ଷିତ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସଦାପ୍ରଭୁ ଏକ ଜଣ ଭବିଷ୍ୟଦ୍‍ବକ୍ତା ଦ୍ୱାରା ଇସ୍ରାଏଲକୁ ମିସରରୁ ବାହାର କରି ଆଣିଲେ ଓ ଏକ ଜଣ ଭବିଷ୍ୟଦ୍‍ବକ୍ତା ଦ୍ୱାରା ସେ ରକ୍ଷିତ ହେଲା।

Gade chapit la Kopi




ହୋଶେୟ 12:13
17 Referans Kwoze  

ତୁମ୍ଭେ ମୋଶା ଓ ହାରୋଣକୁ ବ୍ୟବହାର କରି ଆପଣା ଲୋକମାନଙ୍କୁ ମେଷପଲ ପରି ଚଲାଇଲ।


ଆମ୍ଭେ କ’ଣ କରିଅଛୁ ତୁମ୍ଭମାନଙ୍କୁ କହିବା। ଆମ୍ଭେ ମୋଶା, ହାରୋଣ ଓ ମରିୟମକୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ। ମିଶରରୁ ତୁମ୍ଭମାନଙ୍କୁ ଆଣିଅଛୁ ଓ ତୁମ୍ଭମାନଙ୍କୁ ଦାସତ୍ୱରୁ ମୁକ୍ତ କରିଅଛୁ।


ମୋଶା ଲୋକମାନଙ୍କୁ କହିଲେ, “ଏହି ଦିବସକୁ ମନେରଖ, ତୁମ୍ଭେମାନେ ମିଶରରେ ଦାସ ଥିଲ, ସଦାପ୍ରଭୁଙ୍କର ମହାନ୍ ଶକ୍ତି ତୁମ୍ଭମାନଙ୍କୁ ଏହି ଦିନ ମୁକ୍ତ କରିଥିଲା। ତେଣୁ ତୁମ୍ଭେମାନେ ତାଡ଼ିଶୂନ୍ୟ ରୋଟୀ ଭକ୍ଷ୍ୟଣ କରିବ।


“ଯାକୁବ ମିଶରକୁ ଗଲା ଉତ୍ତାରୁ ମିଶରୀୟମାନେ ତୁମ୍ଭମାନଙ୍କର ବଂଶଧରଗଣଙ୍କର ଜୀବନକୁ ଦୁର୍ବିସହ କରିଦେଲେ। ତେଣୁ ସେମାନେ ସାହାଯ୍ୟ ପାଇଁ ସଦାପ୍ରଭୁଙ୍କୁ ଡାକିଲେ। ସେତେବେଳେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ ପଠାଇଲେ। ସେମାନେ ତୁମ୍ଭମାନଙ୍କ ପୂର୍ବପୁରୁଷଙ୍କୁ ମିଶରରୁ ଆଣିଲେ ଏବଂ ଏହି ସ୍ଥାନରେ ବାସ କରାଇଲେ।


ଏହା ପରେ ସଦାପ୍ରଭୁଙ୍କର ଦୂତ ଯିଏକି ଇସ୍ରାଏଲୀୟ ସୈନ୍ୟମାନଙ୍କ ଆଗରେ ଥିଲେ, ସେମାନଙ୍କ ପଛକୁ ଗଲେ। ତେଣୁ ଘନମେଘ ସେହି ଲୋକମାନଙ୍କ ସମ୍ମୁଖରେ ଗତିକରି ପଛ ପଟକୁ ଗଲା।


ମୁଁ ତା’ ସହିତ ଦର୍ଶନ କିମ୍ବା ନିଦର୍ଶନ ବାକ୍ୟରେ ନୁହେଁ, ମାତ୍ର ସମ୍ମୁଖା-ସମ୍ମୁଖୀ ହୋଇ ପ୍ରକାଶ୍ୟ ଭାବରେ ତା’ ସହିତ କଥା କହେ। ସେ ସଦାପ୍ରଭୁଙ୍କର ଆକାର ଦର୍ଶନ କରେ। ତାଙ୍କ ବିରୁଦ୍ଧରେ କଥା କହିବାକୁ ତୁମ୍ଭେମାନେ କାହିଁକି ଭୀତ ହେଲ ନାହିଁ?”


ସେଠାରେ ଆମ୍ଭେ ତାକୁ ଦ୍ରାକ୍ଷାକ୍ଷେତ୍ର ଦେବା। ଆମ୍ଭେ ତାକୁ ଆଶାର ଦ୍ୱାର ସ୍ୱରୂପ ଆଖୋର ଉପତ୍ୟକା ଦେବା। ତା'ପରେ ସେ ମିଶର ଦେଶରୁ ଆସିଲା ସମୟ ପରି ଉତ୍ତର କରିବ।”


ସଦାପ୍ରଭୁ କହିଲେ, “ଇସ୍ରାଏଲ ବାଲ୍ୟ ଥିଲା ବେଳେ ଆମ୍ଭେ ତାକୁ ଭଲ ପାଉଥିଲୁ। ଆମ୍ଭେ ମିଶରକୁ ପୁଅ ବୋଲି ଡାକୁଥିଲୁ।


ତେଣୁ ତୁମ୍ଭେ ଏ ସ୍ଥାନ ଛାଡ଼ି ପଦ୍ଦନ୍ ଅରାମକୁ ଯାଅ। ନିଜ ମାତାର ପରିବାରକୁ ଯାଇ, ବଥୂୟେଲର ଗୁହକୁ ଯାଇ ସେଠାରେ ନିଜର ମାମୁଁ ଲାବନର କୌଣସି କନ୍ୟାକୁ ବିବାହ କର।


ତେଣୁ ଯାକୁବ ତାଙ୍କ ସହ ସେଠାରେ ସାତ ବର୍ଷ ରହି କାମ କଲେ। କିନ୍ତୁ ଏହା ତାଙ୍କୁ ଖୁବ୍ କମ ସମୟ ପରି ଜଣାଗଲା କାରଣ ସେ ରାହେଲକୁ ବହୁତ ଭଲ ପାଉଥିଲେ।


ତା'ପରେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ସମ୍ମୁଖରେ ଉତ୍ତର ଦେଇ କହିବ,’ ଜଣେ ବୁଲୁଥିବା, ଅରାମୀୟ ଲୋକ ମୋର ପିତା ଥିଲେ ଓ ସେ ମିଶରକୁ ଗଲେ ଏବଂ ସେଠାରେ ଅଳ୍ପ କେତେକ ଲୋକ ସହିତ ବାସ କଲେ। ସେଠାରେ ସେ ଜାତୀୟ ଲୋକମାନଙ୍କ ମଧ୍ୟରେ ମହାନ ଓ ଶକ୍ତିଶାଳୀ ହେଲେ।


Swiv nou:

Piblisite


Piblisite