ହୋଶେୟ 12:3 - ପବିତ୍ର ବାଇବଲ3 ଯାକୁବ ମାତୃଗର୍ଭରେ ଥିଲା ଏବଂ ତା'ର ଭାଇ ସହିତ କୌଶଳ କରିଥିଲା। ସେ ଗୋଟିଏ ଶକ୍ତିଶାଳୀ ଯୁବକ ଥିଲା ଏବଂ ସେତେବେଳେ ସେ ପରମେଶ୍ୱରଙ୍କ ସହିତ ଲଢ଼ୁଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)3 ଗର୍ଭରେ ସେ ଆପଣା ଭ୍ରାତାର ପାଦମୂଳ ଧରିଲା ଓ ବୟଃପ୍ରାପ୍ତ ସମୟରେ ସେ ପରମେଶ୍ଵରଙ୍କ ସହିତ ଯୁଦ୍ଧ କଲା; Gade chapit laଓଡିଆ ବାଇବେଲ3 ଗର୍ଭରେ ସେ ଆପଣା ଭ୍ରାତାର ପାଦମୂଳ ଧରିଲା ଓ ବୟଃପ୍ରାପ୍ତ ସମୟରେ ସେ ପରମେଶ୍ୱରଙ୍କ ସହିତ ଯୁଦ୍ଧ କଲା; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଗର୍ଭରେ ସେ ଆପଣା ଭ୍ରାତାର ପାଦମୂଳ ଧରିଲା ଓ ବୟଃପ୍ରାପ୍ତ ସମୟରେ ସେ ପରମେଶ୍ୱରଙ୍କ ସହିତ ଯୁଦ୍ଧ କଲା; Gade chapit la |