ହୋଶେୟ 12:6 - ପବିତ୍ର ବାଇବଲ6 ତେଣୁ ତୁମ୍ଭେମାନେ ସେହି ପରମେଶ୍ୱରଙ୍କ ନିକଟକୁ ଫେରି ଆସ। ତାଙ୍କ ପ୍ରତି ବିଶ୍ୱସ୍ତ ହୁଅ। ଠିକ୍ କାର୍ଯ୍ୟ କର। ସର୍ବଦା ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖ। Gade chapit laପବିତ୍ର ବାଇବଲ (Re-edited) - (BSI)6 ଏନିମନ୍ତେ ତୁମ୍ଭେ ଆପଣା ପରମେଶ୍ଵରଙ୍କ ନିକଟକୁ ଫେର; ଦୟା ଓ ନ୍ୟାୟ ବିଚାର ପାଳନ କର ଓ ସର୍ବଦା ତୁମ୍ଭ ପରମେଶ୍ଵରଙ୍କ ଅପେକ୍ଷାରେ ଥାଅ। Gade chapit laଓଡିଆ ବାଇବେଲ6 ଏଥିନିମନ୍ତେ ତୁମ୍ଭେ ଆପଣା ପରମେଶ୍ୱରଙ୍କ ନିକଟକୁ ଫେର; ଦୟା ଓ ନ୍ୟାୟ ବିଚାର ପାଳନ କର ଓ ସର୍ବଦା ତୁମ୍ଭ ପରମେଶ୍ୱରଙ୍କ ଅପେକ୍ଷାରେ ଥାଅ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଥିନିମନ୍ତେ ତୁମ୍ଭେ ଆପଣା ପରମେଶ୍ୱରଙ୍କ ନିକଟକୁ ଫେର; ଦୟା ଓ ନ୍ୟାୟବିଚାର ପାଳନ କର ଓ ସର୍ବଦା ତୁମ୍ଭ ପରମେଶ୍ୱରଙ୍କ ଅପେକ୍ଷାରେ ଥାଅ। Gade chapit la |