ହୋଶେୟ 13:11 - ପବିତ୍ର ବାଇବଲ11 ଆମ୍ଭେ କ୍ରୋଧିତ ହେଲୁ ଓ ତୁମ୍ଭମାନଙ୍କର ଜଣେ ରାଜା ହେଲୁ। ଯେତେବେଳେ ଅତି କ୍ରୋଧିତ ହେଲୁ ତାଙ୍କୁ ଦୂରକୁ ନେଇଗଲୁ। Gade chapit laପବିତ୍ର ବାଇବଲ (Re-edited) - (BSI)11 ଆମ୍ଭେ ଆପଣା କ୍ରୋଧରେ ତୁମ୍ଭକୁ ରାଜା ଦେଇଅଛୁ ଓ ଆପଣା କୋପରେ ତାହାକୁ ନେଇ ଯାଇଅଛୁ। Gade chapit laଓଡିଆ ବାଇବେଲ11 ଆମ୍ଭେ ଆପଣା କ୍ରୋଧରେ ତୁମ୍ଭକୁ ରାଜା ଦେଇଅଛୁ ଓ ଆପଣା କୋପରେ ତାହାକୁ ନେଇ ଯାଇଅଛୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆମ୍ଭେ ଆପଣା କ୍ରୋଧରେ ତୁମ୍ଭକୁ ରାଜା ଦେଇଅଛୁ ଓ ଆପଣା କୋପରେ ତାହାକୁ ନେଇ ଯାଇଅଛୁ। Gade chapit la |