Biblia Todo Logo
Bib sou entènèt

- Piblisite -




ହୋଶେୟ 13:12 - ପବିତ୍ର ବାଇବଲ

12 “ଇଫ୍ରୟିମର ପାପସବୁ ଗୋଟିଏ ବିଡ଼ାରେ ବନ୍ଧା ହୋଇଛି। ସେଗୁଡ଼ିକ ନିରାପଦ ଜାଗାରେ ରଖାଯାଇଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଇଫ୍ରୟିମର ଅଧର୍ମ ବନ୍ଧା ଯାଇଅଛି; ତାହାର ପାପ ସଞ୍ଚିତ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

12 ଇଫ୍ରୟିମର ଅଧର୍ମ ବନ୍ଧା ଯାଇଅଛି; ତାହାର ପାପ ସଞ୍ଚିତ ହୋଇଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଇଫ୍ରୟିମର ଅଧର୍ମ ବନ୍ଧାଯାଇଅଛି; ତାହାର ପାପ ସଞ୍ଚିତ ହୋଇଅଛି।

Gade chapit la Kopi




ହୋଶେୟ 13:12
5 Referans Kwoze  

ତୁମ୍ଭେ ମୋର ସମସ୍ତ ପାପକୁ ଏକ ଥଳିରେ ବାନ୍ଧି ଦେଇ ନିଜର ମୋହର ଦେଇ ବାହାରକୁ ଫିଙ୍ଗି ଦେବ।


କିନ୍ତୁ ତୁମ୍ଭେମାନେ କଠିନ ଓ ଅନୁତାପବିହୀନ। ତୁମ୍ଭେ ବଦଳିବା ପାଇଁ ନାରାଜ। ସେଥିପାଇଁ ତୁମ୍ଭେ ନିଜର ଦଣ୍ଡକୁ ଅଧିକରୁ ଅଧିକ ବଢ଼ାଉଛ। ଯେଉଁ ଦିନ ପରମେଶ୍ୱର ନିଜର କ୍ରୋଧ ଦେଖାଇବେ, ସେହି ଦିନ ତୁମ୍ଭେ ସେହି ଦଣ୍ଡ ପାଇବ। ସେହି ଦିନ ଲୋକେ ପରମେଶ୍ୱରଙ୍କର ଠିକ୍ ନ୍ୟାୟବିଗ୍ଭର ଦେଖିବେ।


କିନ୍ତୁ ତୁମ୍ଭେ କୁହ, ‘ପରମେଶ୍ୱର ତା'ର ପିତାର ପାପଗୁଡ଼ିକ ପାଇଁ ତା'ର ପୁତ୍ରକୁ ଶାସ୍ତି ଦିଅନ୍ତି।’ ନା, ସେ ନିଜେ ଦୁଷ୍ଟ ଲୋକକୁ ହିଁ ଶାସ୍ତି ପ୍ରଦାନ କରନ୍ତୁ। ତା'ହେଲେ ଯାଇ ଦୁଷ୍ଟ ଲୋକ ଜାଣିବ ଯେ, ସେ ତା'ର ପାପଗୁଡ଼ିକ ପାଇଁ ଦୁଃଖ ଭୋଗ କରୁଛି।


ଯଦିଓ ତୁମ୍ଭେ ସୋଢ଼ାରେ ନିଜକୁ ଧୌତ କରିଅଛ ଓ ବହୁତ ସାବୁନ ବ୍ୟବହାର କରିଅଛ, ତଥାପି ତୁମ୍ଭର ଦୋଷ ଆମ୍ଭ ଦୃଷ୍ଟିରେ କ୍ଷାରିତ ନ ହୋଇ ସେହିପରି ରହିଅଛି।” ଏହା ପ୍ରଭୁ ସଦାପ୍ରଭୁ କହନ୍ତି।


Swiv nou:

Piblisite


Piblisite