ହୋଶେୟ 13:8 - ପବିତ୍ର ବାଇବଲ8 ଭାଲୁ ପାଖରୁ ତା’ ଛୁଆକୁ ଅପହରଣ କଲେ ସେ ଯେପରି ହିଂସ୍ର ହୁଏ, ଆମ୍ଭେ ସେହିପରି ହିଂସ୍ର ହୋଇ ସେମାନଙ୍କୁ ଆକ୍ରମଣ କରିବା। ଆମ୍ଭେ ସେମାନଙ୍କୁ ଆକ୍ରମଣ କରି ସେମାନଙ୍କର ବକ୍ଷକୁ ବିଦାରଣ କରିବା। ସିଂହ ଓ ଅନ୍ୟ ବନ୍ୟ ପ୍ରାଣୀ ଶିକାରକୁ ଚିରି ଖାଇଲା ପରି ଆମ୍ଭେ ସେମାନଙ୍କୁ ସେହିପରି ଖଣ୍ତ ବିଖଣ୍ତିତ କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)8 ଆମ୍ଭେ ଛୁଆହରା ଭଲ୍ଲୁକୀ ପରି ସେମାନଙ୍କୁ ହାବୁଡ଼ିବା ଓ ସେମାନଙ୍କର ହୃଦୟକୋଷ ବିଦୀର୍ଣ୍ଣ କରିବା; ଆଉ, ସିଂହ ନ୍ୟାୟ ଆମ୍ଭେ ସେଠାରେ ସେମାନଙ୍କୁ ଗ୍ରାସ କରିବା; ବନ୍ୟପଶୁ ସେମାନଙ୍କୁ ବିଦୀର୍ଣ୍ଣ କରିବ। Gade chapit laଓଡିଆ ବାଇବେଲ8 ଆମ୍ଭେ ଛୁଆହରା ଭଲ୍ଲୁକୀ ପରି ସେମାନଙ୍କୁ ହାବୁଡ଼ିବା ଓ ସେମାନଙ୍କର ବକ୍ଷକୁ ବିଦୀର୍ଣ୍ଣ କରିବା; ଆଉ, ସିଂହ ନ୍ୟାୟ ଆମ୍ଭେ ସେଠାରେ ସେମାନଙ୍କୁ ଗ୍ରାସ କରିବା; ବନ୍ୟ ପଶୁ ସେମାନଙ୍କୁ ବିଦୀର୍ଣ୍ଣ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆମ୍ଭେ ଛୁଆହରା ଭଲ୍ଲୁକୀ ପରି ସେମାନଙ୍କୁ ହାବୁଡ଼ିବା ଓ ସେମାନଙ୍କର ବକ୍ଷକୁ ବିଦୀର୍ଣ୍ଣ କରିବା; ଆଉ, ସିଂହ ନ୍ୟାୟ ଆମ୍ଭେ ସେଠାରେ ସେମାନଙ୍କୁ ଗ୍ରାସ କରିବା; ବନ୍ୟ ପଶୁ ସେମାନଙ୍କୁ ବିଦୀର୍ଣ୍ଣ କରିବ। Gade chapit la |