ହୋଶେୟ 14:9 - ପବିତ୍ର ବାଇବଲ9 ଜଣେ ଜ୍ଞାନୀ ବ୍ୟକ୍ତି ଏହି ଜିନିଷଗୁଡ଼ିକୁ ବୁଝେ। ଜଣେ କର୍ମଠ ବ୍ୟକ୍ତି ଏହିସବୁ ଜିନିଷଗୁଡ଼ିକୁ ଶିକ୍ଷା କରିବା ଉଚିତ୍। ସଦାପ୍ରଭୁଙ୍କ ମାର୍ଗ ସର୍ବଦା ଠିକ୍। ଉତ୍ତମଲୋକ ସେହି ମାର୍ଗ ଦ୍ୱାରା ବଞ୍ଚିବେ ଓ ପାପୀମାନେ ତା’ ଦ୍ୱାରା ମୃତ୍ୟୁବରଣ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)9 ଜ୍ଞାନବାନ କିଏ? ସେ ଏହିସବୁ ବିଷୟ ବୁଝିବ। ବୁଦ୍ଧିମାନ କିଏ? ସେ ଏସବୁ ଜାଣିବ, କାରଣ ସଦାପ୍ରଭୁଙ୍କର ପଥସକଳ ସରଳ, ଧାର୍ମିକମାନେ ତହିଁରେ ଗମନ କରିବେ; ମାତ୍ର ଆଜ୍ଞା ଲଙ୍ଘନକାରୀମାନେ ତହିଁ ମଧ୍ୟରେ ପତିତ ହେବେ। Gade chapit laଓଡିଆ ବାଇବେଲ9 ଜ୍ଞାନବାନ କିଏ ? ସେ ଏହିସବୁ ବିଷୟ ବୁଝିବ। ବୁଦ୍ଧିମାନ କିଏ ? ସେ ଏସବୁ ଜାଣିବ, କାରଣ ସଦାପ୍ରଭୁଙ୍କର ପଥସକଳ ସରଳ, ଧାର୍ମିକମାନେ ତହିଁରେ ଗମନ କରିବେ; ମାତ୍ର ଆଜ୍ଞା-ଲଙ୍ଘନକାରୀମାନେ ତହିଁ ମଧ୍ୟରେ ପତିତ ହେବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଜ୍ଞାନବାନ କିଏ? ସେ ଏହିସବୁ ବିଷୟ ବୁଝିବ। ବୁଦ୍ଧିମାନ କିଏ? ସେ ଏସବୁ ଜାଣିବ, କାରଣ ସଦାପ୍ରଭୁଙ୍କର ପଥସକଳ ସରଳ, ଧାର୍ମିକମାନେ ତହିଁରେ ଗମନ କରିବେ; ମାତ୍ର ଆଜ୍ଞା-ଲଙ୍ଘନକାରୀମାନେ ତହିଁ ମଧ୍ୟରେ ପତିତ ହେବେ। Gade chapit la |