ହୋଶେୟ 2:10 - ପବିତ୍ର ବାଇବଲ10 ବର୍ତ୍ତମାନ ଆମ୍ଭେ ତାକୁ ଉଲଗ୍ନ କରିଦେବା। ତା'ର ଉଲଗ୍ନ ଶରୀର ତା'ର ପ୍ରେମିକ ଲୋକମାନେ ଦେଖିବେ। ଆମ୍ଭ କବଳରୁ ତାକୁ କେହି ରକ୍ଷା କରି ପାରିବେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)10 ପୁଣି, ଏବେ ଆମ୍ଭେ ତାହାର ପ୍ରେମିକଗଣର ସାକ୍ଷାତରେ ତାହାର ଭ୍ରଷ୍ଟତା ପ୍ରକାଶ କରିବା ଓ ଆମ୍ଭ ହସ୍ତରୁ କେହି ତାହାକୁ ଉଦ୍ଧାର କରିବେ ନାହିଁ। Gade chapit laଓଡିଆ ବାଇବେଲ10 ପୁଣି, ଏବେ ଆମ୍ଭେ ତାହାର ପ୍ରେମିକଗଣର ସାକ୍ଷାତରେ ତାହାର ଭ୍ରଷ୍ଟତା ପ୍ରକାଶ କରିବା ଓ ଆମ୍ଭ ହସ୍ତରୁ କେହି ତାହାକୁ ଉଦ୍ଧାର କରିବେ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ଏବେ ଆମ୍ଭେ ତାହାର ପ୍ରେମିକଗଣର ସାକ୍ଷାତରେ ତାହାର ଭ୍ରଷ୍ଟତା ପ୍ରକାଶ କରିବା ଓ ଆମ୍ଭ ହସ୍ତରୁ କେହି ତାହାକୁ ଉଦ୍ଧାର କରିବେ ନାହିଁ। Gade chapit la |