ହୋଶେୟ 2:8 - ପବିତ୍ର ବାଇବଲ8 “ସେ ଜାଣି ନ ଥିଲା ଆମ୍ଭେ ଯିଏ କି ତାକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଦେଉଥିଲୁ। ଆମ୍ଭେ ଅଧିକରୁ ଅଧିକ ସୁନା, ରୂପା ତାକୁ ଦେଇ ଗ୍ଭଲିଥିଲୁ। କିନ୍ତୁ ଇସ୍ରାଏଲୀୟମାନେ ସେହି ସୁନା ଓ ରୂପାକୁ ବାଲ୍ର ମୂର୍ତ୍ତି ତିଆରିରେ ବ୍ୟବହାର କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)8 ଯେହେତୁ ଆମ୍ଭେ ଯେ ତାହାକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଦେଲୁ ଓ ତାହାର ରୂପା, ସୁନା, ବୃଦ୍ଧି କଲୁ, ଏହା ସେ ଜାଣିଲା ନାହିଁ, ସେମାନେ ସେହି ରୂପା, ସୁନା ବାଲ୍ଦେବ ଉଦ୍ଦେଶ୍ୟରେ ବ୍ୟୟ କଲେ। Gade chapit laଓଡିଆ ବାଇବେଲ8 “ଯେହେତୁ ଆମ୍ଭେ ଯେ ତାହାକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଦେଲୁ ଓ ତାହାର ରୂପା ଓ ସୁନା ବୃଦ୍ଧି କଲୁ, ଏହା ସେ ଜାଣିଲା ନାହିଁ, ସେମାନେ ସେହି ରୂପା, ସୁନା ବାଲ୍ଦେବ ଉଦ୍ଦେଶ୍ୟରେ ବ୍ୟୟ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଯେହେତୁ ଆମ୍ଭେ ଯେ ତାହାକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଦେଲୁ ଓ ତାହାର ରୂପା ଓ ସୁନା ବୃଦ୍ଧି କଲୁ, ଏହା ସେ ଜାଣିଲା ନାହିଁ, ସେମାନେ ସେହି ରୂପା, ସୁନା ବାଲ୍ଦେବ ଉଦ୍ଦେଶ୍ୟରେ ବ୍ୟୟ କଲେ। Gade chapit la |
ଆପଣ ନମ୍ର ହେବା ପରିବର୍ତ୍ତେ ସ୍ୱର୍ଗସ୍ଥ ସଦାପ୍ରଭୁଙ୍କ ବିରୁଦ୍ଧରେ ନିଜକୁ ଉନ୍ନତ କରିଅଛନ୍ତି। ସଦାପ୍ରଭୁଙ୍କ ମନ୍ଦିରର ସୁବର୍ଣ୍ଣ ଓ ରୌପ୍ୟ ପାତ୍ରରେ ଆପଣ, ଆପଣଙ୍କ ଅମାତ୍ୟଗଣ ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ଦ୍ରାକ୍ଷାରସ ପାନ କରିଅଛନ୍ତି। ପୁଣି ସୁନା, ରୂପା, ପିତ୍ତଳ, ଲୌହ, କାଠ ଓ ପଥର ନିର୍ମିତ ପ୍ରତିମାରେ ଦେବଗଣ, ଯେଉଁମାନେ କି ଦେଖନ୍ତି ନାହିଁ, ଜାଣନ୍ତି ନାହିଁ କି ଶୁଣନ୍ତି ନାହିଁ! ସେମାନଙ୍କର ପ୍ରଶଂସା ଆପଣ କରିଅଛନ୍ତି। ଆଉ ଆପଣଙ୍କର ଜୀବନ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।