ହୋଶେୟ 2:9 - ପବିତ୍ର ବାଇବଲ9 ତେଣୁ ଆମ୍ଭେ ଫେରି ଆସିବା। ଆମ୍ଭେ ଆମ୍ଭର ସେହି ସମୟରେ ଅମଳ ହେଉଥିବା ଶସ୍ୟ ଫେରାଇ ନେବା। ଅଙ୍ଗୁର ଦ୍ରାକ୍ଷାରସ ପାଇଁ ପ୍ରସ୍ତୁତ ଥିଲା ବେଳେ ଆମ୍ଭେ ତାକୁ ଫେରାଇ ନେବା। ଆମ୍ଭର ପଶମ ଓ କାର୍ପାସ ବସ୍ତ୍ର ଫେରାଇ ନେବା। ଆମ୍ଭେ ସେଗୁଡ଼ିକୁ ତା'ର ଶରୀର ଆବୃତ କରିବାକୁ ଦେଇଥିଲୁ। Gade chapit laପବିତ୍ର ବାଇବଲ (Re-edited) - (BSI)9 ଏଥିପାଇଁ ଆମ୍ଭେ ଶସ୍ୟ ସମୟରେ ଆମ୍ଭର ଶସ୍ୟ ଓ ଦ୍ରାକ୍ଷାରସର ଋତୁରେ ଆମ୍ଭର ଦ୍ରାକ୍ଷାରସ ଫେରାଇ ନେବା, ଯଦ୍ଦ୍ଵାରା ତାହାର ଉଲଙ୍ଗତା ଆଚ୍ଛାଦିତ ହୁଅନ୍ତା, ଆମ୍ଭର ସେହି ମେଷଲୋମ ଓ ମସିନା ଛଡ଼ାଇ ନେବା। Gade chapit laଓଡିଆ ବାଇବେଲ9 ଏଥିପାଇଁ ଆମ୍ଭେ ଶସ୍ୟ ସମୟରେ ଆମ୍ଭର ଶସ୍ୟ ଓ ଦ୍ରାକ୍ଷାରସର ଋତୁରେ ଆମ୍ଭର ଦ୍ରାକ୍ଷାରସ ଫେରାଇ ନେବା, ଯାହା ଦ୍ୱାରା ତାହାର ଉଲଙ୍ଗତା ଆଚ୍ଛାଦିତ ହୁଅନ୍ତା, ଆମ୍ଭର ସେହି ମେଷଲୋମ ଓ ମସିନା ଛଡ଼ାଇ ନେବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏଥିପାଇଁ ଆମ୍ଭେ ଶସ୍ୟ ସମୟରେ ଆମ୍ଭର ଶସ୍ୟ ଓ ଦ୍ରାକ୍ଷାରସର ଋତୁରେ ଆମ୍ଭର ଦ୍ରାକ୍ଷାରସ ଫେରାଇ ନେବା, ଯାହା ଦ୍ୱାରା ତାହାର ଉଲଙ୍ଗତା ଆଚ୍ଛାଦିତ ହୁଅନ୍ତା, ଆମ୍ଭର ସେହି ମେଷଲୋମ ଓ ମସିନା ଛଡ଼ାଇ ନେବା। Gade chapit la |
ଇଦୋମର ଲୋକମାନେ କହିବେ, “ଆମ୍ଭେମାନେ ନିପାତିତ ହୋଇଥିଲୁ ମାତ୍ର ଆମ୍ଭେମାନେ ଆମ୍ଭର ବିଧ୍ୱସ୍ତ ନଗରୀକୁ ପୁନଃନିର୍ମାଣ କରିବୁ।” ମାତ୍ର ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ଯଦି ସେମାନେ ସେହି ନଗରୀଗୁଡ଼ିକୁ ପୁଣି ନିର୍ମାଣ କରିବେ, ଆମ୍ଭେ ପୁଣି ତାକୁ ଧ୍ୱଂସ କରିବା।” ସେଥିପାଇଁ ଲୋକେ କୁହନ୍ତି, ଇଦୋମ ଏକ ଦୁଷ୍ଟ ଦେଶ, ଯାହାର ଲୋକମାନଙ୍କୁ ସଦାପ୍ରଭୁ ଚିରକାଳ ପାଇଁ ଅଭିଶାପ ଦେଇଛନ୍ତି।