ହୋଶେୟ 4:5 - ପବିତ୍ର ବାଇବଲ5 ତୁମ୍ଭ ଯାଜକମାନଙ୍କର ଦିନରେ ସ୍ଖଳନ ଘଟିବ ଓ ରାତ୍ରିରେ ଭବିଷ୍ୟଦ୍ବକ୍ତାମାନଙ୍କର ମଧ୍ୟ ତୁମ୍ଭ ସହିତ ସ୍ଖଳନ ଘଟିବ ଏବଂ ଆମ୍ଭେ ତୁମ୍ଭମାନଙ୍କର ମାଙ୍କୁ ବିନାଶ କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)5 ପୁଣି, ତୁମ୍ଭେ ଦିନବେଳେ ଝୁଣ୍ଟି ପଡ଼ିବ ଓ ଭବିଷ୍ୟଦ୍-ବକ୍ତା ହିଁ ରାତ୍ରିକାଳରେ ତୁମ୍ଭ ସଙ୍ଗେ ଝୁଣ୍ଟି ପଡ଼ିବ; ଆଉ, ଆମ୍ଭେ ତୁମ୍ଭର ମାତାକୁ ବିନାଶ କରିବା, Gade chapit laଓଡିଆ ବାଇବେଲ5 ପୁଣି, ତୁମ୍ଭେ ଦିନବେଳେ ଝୁଣ୍ଟି ପଡ଼ିବ ଓ ଭବିଷ୍ୟଦ୍ବକ୍ତା ମଧ୍ୟ ରାତ୍ରିକାଳରେ ତୁମ୍ଭ ସଙ୍ଗେ ଝୁଣ୍ଟି ପଡ଼ିବ; ଆଉ, ଆମ୍ଭେ ତୁମ୍ଭର ମାତାକୁ ବିନାଶ କରିବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, ତୁମ୍ଭେ ଦିନ ବେଳେ ଝୁଣ୍ଟି ପଡ଼ିବ ଓ ଭବିଷ୍ୟଦ୍ବକ୍ତା ମଧ୍ୟ ରାତ୍ରିକାଳରେ ତୁମ୍ଭ ସଙ୍ଗେ ଝୁଣ୍ଟି ପଡ଼ିବ; ଆଉ, ଆମ୍ଭେ ତୁମ୍ଭର ମାତାକୁ ବିନାଶ କରିବା। Gade chapit la |
ସଦାପ୍ରଭୁ ଏହିକଥା କୁହନ୍ତି, “ହେ ଇସ୍ରାଏଲର ପୁତ୍ରଗଣ, ତୁମ୍ଭେମାନେ ଭାବୁଛ ଆମ୍ଭେ ତୁମ୍ଭର ମାତା ଯିରୁଶାଲମକୁ ତ୍ୟାଗ କରିଅଛୁ। ପ୍ରମାଣ ସ୍ୱରୂପ ସେ ଛାଡ଼ପତ୍ର କାହିଁ ଅଥବା ଆମ୍ଭ ମହାଜନମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ? ଏଠାରେ ଦେଖ, ତୁମ୍ଭେମାନେ ନିଜର ଅପରାଧ ପାଇଁ ବିକ୍ରୀ ହୋଇଥିଲ ଏବଂ ତୁମ୍ଭମାନଙ୍କର ପାପ ପାଇଁ ତୁମ୍ଭମାନଙ୍କର ମାତା ତୁମ୍ଭମାନଙ୍କୁ ପରିତ୍ୟକ୍ତା ହୋଇଥିଲେ।