ହୋଶେୟ 5:1 - ପବିତ୍ର ବାଇବଲ1 “ପୁରୋହୀତଗଣ, ଇସ୍ରାଏଲ ଅଧିବାସୀଗଣ ଓ ରାଜପରିବାରର ଲୋକମାନେ ମୋ’ କଥା ଶୁଣ। ତୁମ୍ଭେମାନେ ଦୋଷୀ ବୋଲି ବିଗ୍ଭରିତ ହୋଇଛ। “ତୁମ୍ଭେମାନେ ମିସ୍ପା ପର୍ବତର ଯନ୍ତା ଓ ତାବୋର ପର୍ବତର ପାଦଦେଶରେ ବିଛାଯାଇଥିବା ଜାଲ ସଦୃଶ ଥିଲ। Gade chapit laପବିତ୍ର ବାଇବଲ (Re-edited) - (BSI)1 ହେ ଯାଜକଗଣ, ଏହା ଶୁଣ, ହେ ଇସ୍ରାଏଲ ବଂଶ, ମନୋଯୋଗ କର, ହେ ରାଜବଂଶ, କର୍ଣ୍ଣପାତ କର, କାରଣ ବିଚାର ତୁମ୍ଭମାନଙ୍କ ସମ୍ଵନ୍ଧୀୟ; ତୁମ୍ଭେମାନେ ମିସ୍ପାରେ ଫାନ୍ଦ ସ୍ଵରୂପ ଓ ତାବୋରରେ ପ୍ରସାରିତ ଜାଲ ସ୍ଵରୂପ ହୋଇଅଛ। Gade chapit laଓଡିଆ ବାଇବେଲ1 ହେ ଯାଜକଗଣ, ଏହା ଶୁଣ, ହେ ଇସ୍ରାଏଲ ବଂଶ, ମନୋଯୋଗ କର, ହେ ରାଜବଂଶ, କର୍ଣ୍ଣପାତ କର, କାରଣ ବିଚାର ତୁମ୍ଭମାନଙ୍କ ସମ୍ବନ୍ଧୀୟ; ତୁମ୍ଭେମାନେ ମିସ୍ପାରେ ଫାନ୍ଦ ସ୍ୱରୂପ ଓ ତାବୋରରେ ପ୍ରସାରିତ ଜାଲ ସ୍ୱରୂପ ହୋଇଅଛ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ଯାଜକଗଣ, ଏହା ଶୁଣ, ହେ ଇସ୍ରାଏଲ ବଂଶ, ମନୋଯୋଗ କର, ହେ ରାଜବଂଶ, କର୍ଣ୍ଣପାତ କର, କାରଣ ବିଚାର ତୁମ୍ଭମାନଙ୍କ ସମ୍ବନ୍ଧୀୟ; ତୁମ୍ଭେମାନେ ମିସ୍ପାରେ ଫାନ୍ଦ ସ୍ୱରୂପ ଓ ତାବୋରରେ ପ୍ରସାରିତ ଜାଲ ସ୍ୱରୂପ ହୋଇଅଛ। Gade chapit la |
ସର୍ବଶକ୍ତିମାନ୍ ସଦାପ୍ରଭୁ କହିଲେ, “ପିଲାମାନେ ସେମାନଙ୍କର ପିତାଙ୍କୁ ସମ୍ମାନ କରନ୍ତି, ଗ୍ଭକରମାନେ ସେମାନଙ୍କର ମୁନିବଙ୍କୁ ସମ୍ମାନ କରନ୍ତି, ତେଣୁ ଆମ୍ଭେ ତୁମ୍ଭମାନଙ୍କର ପିତା, ତୁମ୍ଭେମାନେ ଆମ୍ଭକୁ କାହିଁକି ଭୟ ଓ ସମ୍ମାନ କରୁ ନାହଁ? ଆମ୍ଭେ ତୁମ୍ଭମାନଙ୍କର ମୁନିବ, ତୁମ୍ଭେମାନେ ଆମ୍ଭକୁ କାହିଁକି ଭୟ ଏବଂ ସମ୍ମାନ କରୁ ନାହଁ? ତୁମ୍ଭେ ଯାଜକଗଣ ଆମ୍ଭର ନାମ ପ୍ରତି ତାଚ୍ଛଲ୍ୟ ମନୋଭାବ ଦେଖାଉଛ। “କିନ୍ତୁ ତୁମ୍ଭେମାନେ ପଗ୍ଭର, ‘ଆମ୍ଭେମାନେ କିପରି ତୁମ୍ଭର ନାମକୁ ତାଚ୍ଛଲ୍ୟ ମନୋଭାବ ଦେଖାଇଛୁ?’