ହୋଶେୟ 5:12 - ପବିତ୍ର ବାଇବଲ12 କୀଟ ବସ୍ତ୍ରକୁ ନଷ୍ଟ କଲାପରି ଆମ୍ଭେ ଇଫ୍ରୟିମକୁ ଧ୍ୱଂସ କରିବା। ଆମ୍ଭେ ଯିହୁଦାକୁ ସଢ଼ାଇ ଦେବା। Gade chapit laପବିତ୍ର ବାଇବଲ (Re-edited) - (BSI)12 ଏସକାଶୁ ଆମ୍ଭେ ଇଫ୍ରୟିମ ପକ୍ଷରେ କୀଟ ସ୍ଵରୂପ ଓ ଯିହୁଦା ବଂଶ ପକ୍ଷରେ କ୍ଷୟ ସ୍ଵରୂପ ହୋଇଅଛୁ। Gade chapit laଓଡିଆ ବାଇବେଲ12 ଏଥିସକାଶୁ ଆମ୍ଭେ ଇଫ୍ରୟିମ ପକ୍ଷରେ କୀଟ ସ୍ୱରୂପ ଓ ଯିହୁଦା ବଂଶ ପକ୍ଷରେ କ୍ଷୟ ସ୍ୱରୂପ ହୋଇଅଛୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଥିସକାଶୁ ଆମ୍ଭେ ଇଫ୍ରୟିମ ପକ୍ଷରେ କୀଟ ସ୍ୱରୂପ ଓ ଯିହୁଦା ବଂଶ ପକ୍ଷରେ କ୍ଷୟ ସ୍ୱରୂପ ହୋଇଅଛୁ। Gade chapit la |
ସେହି ଲୋକମାନଙ୍କ ପାଇଁ ମନ୍ଦଫଳ ଗଚ୍ଛିତ ରହିବ। ସେମାନଙ୍କର ପରବର୍ତ୍ତୀ ବଂଶଧର ସମ୍ପୂର୍ଣ୍ଣ ଭାବରେ ପୋଛି ହୋଇଯିବେ, ଯେପରି ନଡ଼ା ଓ ଶୁଷ୍କପତ୍ର ଅଗ୍ନିରେ ପୋଡ଼ି ଭସ୍ମ ହୋଇଯାଏ। ଯେପରି ବୃକ୍ଷର ମୂଳ ସଢ଼ିଯାଇ ଧୂଳି ହୋଇଯାଏ ଓ ପୁଷ୍ପ ଅଗ୍ନିରେ ଭସ୍ମୀଭୂତ ହୋଇ ତା'ର ପାଉଁଶ ପବନରେ ଉଡ଼ିଯାଏ ସେହିପରି ସେମାନଙ୍କର ବଂଶଧର ଧ୍ୱଂସ ପାଇଯିବେ। କାରଣ ସେମାନେ ସର୍ବଶକ୍ତିମାନ ସଦାପ୍ରଭୁଙ୍କର ଶିକ୍ଷାସମୂହକୁ ଅବଜ୍ଞା କରିଛନ୍ତି ଓ ଇସ୍ରାଏଲର ପବିତ୍ର ପରମେଶ୍ୱରଙ୍କ ବାକ୍ୟକୁ ଅଗ୍ରାହ୍ୟ କରିଛନ୍ତି।