ହୋଶେୟ 5:2 - ପବିତ୍ର ବାଇବଲ2 ତୁମ୍ଭେମାନେ ବହୁ ମନ୍ଦକାର୍ଯ୍ୟ କରିଛ। ତେଣୁ ଆମ୍ଭେ ତୁମ୍ଭମାନଙ୍କୁ ଦଣ୍ତ ଦେବା। Gade chapit laପବିତ୍ର ବାଇବଲ (Re-edited) - (BSI)2 ପୁଣି, ଅତ୍ୟାଚାରୀମାନେ ହତ୍ୟା କରିବାରେ ଗଭୀରକୁ ଯାଇଅଛନ୍ତି; ମାତ୍ର ଆମ୍ଭେ ସେସମସ୍ତଙ୍କର ଅନୁଯୋଗକାରୀ ଅଟୁ। Gade chapit laଓଡିଆ ବାଇବେଲ2 ପୁଣି, ଅତ୍ୟାଚାରୀମାନେ ହତ୍ୟା କରିବାରେ ଗଭୀରକୁ ଯାଇଅଛନ୍ତି; ମାତ୍ର ଆମ୍ଭେ ସେହି ସମସ୍ତଙ୍କର ଅନୁଯୋଗକାରୀ ଅଟୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ଅତ୍ୟାଚାରୀମାନେ ହତ୍ୟା କରିବାରେ ଗଭୀରକୁ ଯାଇଅଛନ୍ତି; ମାତ୍ର ଆମ୍ଭେ ସେହି ସମସ୍ତଙ୍କର ଅନୁଯୋଗକାରୀ ଅଟୁ। Gade chapit la |
ହେ ସଦାପ୍ରଭୁ, ମୁଁ ଜାଣୁଛି, ତୁମ୍ଭେ ସେମାନଙ୍କୁ ସତ୍ୟ ଓ ବିଶ୍ୱସ୍ତ ହେବାକୁ ଗ୍ଭହଁ। ସେମାନଙ୍କୁ ପ୍ରହାର କରିଅଛ। ମାତ୍ର ସେମାନେ ଅନୁତପ୍ତ ନୁହନ୍ତି। ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ। ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି। ସେମାନେ ନିଜ ନିଜ ମୁଖ ପାଷାଣଠାରୁ ଅଧିକ କଠିନ କରିଅଛନ୍ତି। ସେମାନେ କୁପଥରୁ ଫେରିବାକୁ ଇଚ୍ଛା କରି ନାହାନ୍ତି।