ହୋଶେୟ 5:4 - ପବିତ୍ର ବାଇବଲ4 ଇସ୍ରାଏଲର ଲୋକମାନେ ବହୁ ମନ୍ଦକାର୍ଯ୍ୟ କରିଛନ୍ତି ଏବଂ ସେହିସବୁ ମନ୍ଦକାର୍ଯ୍ୟ ସେମାନଙ୍କୁ ପରମେଶ୍ୱରଙ୍କ ନିକଟକୁ ଫେରିବାଠାରୁ ଦୂରେଇ ଦେଇଛି। ସେମାନେ ସର୍ବଦା ପ୍ରତିମାର ପଛରେ ଧାଇଁ ବାକୁ ଚିନ୍ତା କରୁଛନ୍ତି। ସେମାନେ ପ୍ରକୃତ ସଦାପ୍ରଭୁଙ୍କୁ ଜାଣୁ ନାହାନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)4 ସେମାନଙ୍କର କ୍ରିୟାସକଳ ସେମାନଙ୍କୁ ଆପଣାମାନଙ୍କ ପରମେଶ୍ଵରଙ୍କ ପ୍ରତି ଫେରିବାକୁ ଦେବ ନାହିଁ; କାରଣ ସେମାନଙ୍କ ଅନ୍ତରରେ ବ୍ୟଭିଚାରର ଆତ୍ମା ଅଛି ଓ ସେମାନେ ସଦାପ୍ରଭୁଙ୍କୁ ଜାଣନ୍ତି ନାହିଁ। Gade chapit laଓଡିଆ ବାଇବେଲ4 ସେମାନଙ୍କର କ୍ରିୟାସକଳ ସେମାନଙ୍କୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିକଟକୁ ଫେରିବାକୁ ଦେବ ନାହିଁ; କାରଣ ସେମାନଙ୍କ ଅନ୍ତରରେ ବ୍ୟଭିଚାରର ଆତ୍ମା ଅଛି ଓ ସେମାନେ ସଦାପ୍ରଭୁଙ୍କୁ ଜାଣନ୍ତି ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେମାନଙ୍କର କ୍ରିୟାସକଳ ସେମାନଙ୍କୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିକଟକୁ ଫେରିବାକୁ ଦେବ ନାହିଁ; କାରଣ ସେମାନଙ୍କ ଅନ୍ତରରେ ବ୍ୟଭିଚାରର ଆତ୍ମା ଅଛି ଓ ସେମାନେ ସଦାପ୍ରଭୁଙ୍କୁ ଜାଣନ୍ତି ନାହିଁ। Gade chapit la |
ଯଦି ଲୋକମାନେ ତାଙ୍କର ପିଲାମାନଙ୍କୁ ପରମେଶ୍ୱରଙ୍କର ଆଦେଶ ଶିକ୍ଷା ଦିଅନ୍ତି, ତେବେ ସେମାନଙ୍କର ସନ୍ତାନଗଣ ସେମାନଙ୍କର ପୂର୍ବପୁରୁଷଙ୍କ ପରି ହେବେ ନାହିଁ। ସେମାନଙ୍କ ପୂର୍ବପୁରୁଷଗଣ ପରମେଶ୍ୱରଙ୍କ ବିରୁଦ୍ଧରେ ଗଲେ। ଏବଂ ସେମାନେ ତାଙ୍କ ଆଦେଶ ମାନିଲେ ନାହିଁ। ସେମାନଙ୍କର ହୃଦୟ ଦୃଢ଼ ପରମେଶ୍ୱରଙ୍କଠାରେ ସମର୍ପିତ ନ ଥିଲା। ସେମାନଙ୍କର ଆତ୍ମା ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନ ଥିଲା।