ହୋଶେୟ 6:2 - ପବିତ୍ର ବାଇବଲ2 ଦୁଇ ଦିନ ପରେ ସେ ଆମ୍ଭମାନଙ୍କୁ ପୁନର୍ଜୀବନ ଦେବେ। ତିନି ଦିନ ପରେ ସେ ଆମ୍ଭକୁ ଛିଡ଼ା କରାଇବେ। ତା'ପରେ ଆମ୍ଭେ ତାଙ୍କ ନିକଟରେ ବଞ୍ଚି ଉଠିବା। Gade chapit laପବିତ୍ର ବାଇବଲ (Re-edited) - (BSI)2 ଦୁଇ ଦିନ ଉତ୍ତାରେ ସେ ଆମ୍ଭମାନଙ୍କୁ ସଂଜୀବିତ କରିବେ; ତୃତୀୟ ଦିନରେ ଆମ୍ଭମାନଙ୍କୁ ଉଠାଇବେ ଓ ଆମ୍ଭେମାନେ ତାହାଙ୍କ ଛାମୁରେ ବଞ୍ଚିବୁ। Gade chapit laଓଡିଆ ବାଇବେଲ2 ଦୁଇ ଦିନ ଉତ୍ତାରେ ସେ ଆମ୍ଭମାନଙ୍କୁ ସଂଜୀବିତ କରିବେ; ତୃତୀୟ ଦିନରେ ଆମ୍ଭମାନଙ୍କୁ ଉଠାଇବେ ଓ ଆମ୍ଭେମାନେ ତାହାଙ୍କ ଛାମୁରେ ବଞ୍ଚିବୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଦୁଇ ଦିନ ଉତ୍ତାରେ ସେ ଆମ୍ଭମାନଙ୍କୁ ସଂଜୀବିତ କରିବେ; ତୃତୀୟ ଦିନରେ ଆମ୍ଭମାନଙ୍କୁ ଉଠାଇବେ ଓ ଆମ୍ଭେମାନେ ତାହାଙ୍କ ଛାମୁରେ ବଞ୍ଚିବୁ। Gade chapit la |