ହୋଶେୟ 7:14 - ପବିତ୍ର ବାଇବଲ14 ସେମାନେ କେବେ ଆନ୍ତରିକତା ସହ ଆମ୍ଭଙ୍କୁ ଡାକନ୍ତି ନାହିଁ। ସେମାନେ ସେମାନଙ୍କ ବିଛଣାରେ କ୍ରନ୍ଦନ କରନ୍ତି। ଯେତେବେଳେ ସେମାନେ ମୂର୍ତ୍ତିଗୁଡ଼ିକୁ ଖାଦ୍ୟ ଓ ଦ୍ରାକ୍ଷାରସ ପାଇଁ ପୂଜା କରନ୍ତି। ସେମାନେ ନିଜେ ନିଜକୁ ହତ୍ୟା କରନ୍ତି। କିନ୍ତୁ ସେମାନଙ୍କ ଅନ୍ତରସବୁ ମୋ'ଠାରୁ ଦୂରେଇ ଯାଇଛି। Gade chapit laପବିତ୍ର ବାଇବଲ (Re-edited) - (BSI)14 ପୁଣି, ସେମାନେ ଅନ୍ତଃକରଣ ସହିତ ଆମ୍ଭ ନିକଟରେ କ୍ରନ୍ଦନ କରି ନାହାନ୍ତି; ମାତ୍ର ସେମାନେ ଆପଣା ଶଯ୍ୟାରେ ହାହାକାର କରନ୍ତି; ସେମାନେ ଶସ୍ୟ ଓ ଦ୍ରାକ୍ଷାରସର ନିମନ୍ତେ ଆପଣାମାନଙ୍କୁ ଏକତ୍ର କରନ୍ତି , ସେମାନେ ଆମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କରନ୍ତି। Gade chapit laଓଡିଆ ବାଇବେଲ14 ପୁଣି, ସେମାନେ ଅନ୍ତଃକରଣ ସହିତ ଆମ୍ଭ ନିକଟରେ କ୍ରନ୍ଦନ କରି ନାହାନ୍ତି; ମାତ୍ର ସେମାନେ ଆପଣା ଶଯ୍ୟାରେ ହାହାକାର କରନ୍ତି; ସେମାନେ ଶସ୍ୟ ଓ ଦ୍ରାକ୍ଷାରସ ନିମନ୍ତେ ଆପଣାମାନଙ୍କୁ ଏକତ୍ର କରନ୍ତି, ସେମାନେ ଆମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କରନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି, ସେମାନେ ଅନ୍ତଃକରଣ ସହିତ ଆମ୍ଭ ନିକଟରେ କ୍ରନ୍ଦନ କରି ନାହାନ୍ତି; ମାତ୍ର ସେମାନେ ଆପଣା ଶଯ୍ୟାରେ ହାହାକାର କରନ୍ତି; ସେମାନେ ଶସ୍ୟ ଓ ଦ୍ରାକ୍ଷାରସ ନିମନ୍ତେ ଆପଣାମାନଙ୍କୁ ଏକତ୍ର କରନ୍ତି, ସେମାନେ ଆମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କରନ୍ତି। Gade chapit la |
ସେମାନେ ଦରିଦ୍ର ଲୋକମାନଙ୍କର ବସ୍ତ୍ର ନିଅନ୍ତି ଏବଂ ସେହି ବସ୍ତ୍ର ଉପରେ ବସି ଯଜ୍ଞବେଦି ନିକଟରେ ପୂଜା କରନ୍ତି। ସେମାନେ ଦରିଦ୍ର ଲୋକମାନଙ୍କୁ ଅର୍ଥ ଋଣ ଆକାରରେ ଧାର ଦିଅନ୍ତି ଏବଂ ଆନୁଷଙ୍ଗିକ ପରି ସେମାନେ ବସ୍ତ୍ରଗୁଡ଼ିକ ନେଇଯାଆନ୍ତି। ସେମାନେ ସେହି ଦରିଦ୍ରମାନଙ୍କ ଉପରେ ଅର୍ଥ ଦଣ୍ତ କରନ୍ତି ଏବଂ ସେହି ଅର୍ଥରେ ଦ୍ରାକ୍ଷାରସ କିଣି ସେମାନଙ୍କର ପରମେଶ୍ୱରଙ୍କ ମନ୍ଦିରରେ ସେବନ କରନ୍ତି।