ହୋଶେୟ 7:2 - ପବିତ୍ର ବାଇବଲ2 ସେମାନଙ୍କର ଦୋଷକୁ ଆମ୍ଭେ ସ୍ମରଣ କରିବା ସେହି ଲୋକମାନେ ବିଶ୍ୱାସ କରନ୍ତି ନାହିଁ। ସେମାନେ ଯେଉଁ ମନ୍ଦକାର୍ଯ୍ୟସବୁ ଗ୍ଭରିଆଡ଼େ କରିଥିଲେ ଆମ୍ଭେ ସ୍ପଷ୍ଟ ଭାବରେ ଦେଖି ପାରୁଛୁ। Gade chapit laପବିତ୍ର ବାଇବଲ (Re-edited) - (BSI)2 ପୁଣି, ଆମ୍ଭେ ଯେ ସେମାନଙ୍କର ସମସ୍ତ ଦୁଷ୍ଟତା ସ୍ମରଣ କରୁ, ଏହା ସେମାନେ ଆପଣାମାନଙ୍କ ଅନ୍ତଃକରଣରେ ବିବେଚନା କରନ୍ତି ନାହିଁ; ଏବେ ସେମାନଙ୍କର ନିଜ କାର୍ଯ୍ୟସବୁ ସେମାନଙ୍କୁ ବେଷ୍ଟନ କରିଅଛି; ସେସବୁ ଆମ୍ଭ ସମ୍ମୁଖରେ ଅଛି। Gade chapit laଓଡିଆ ବାଇବେଲ2 ପୁଣି, ଆମ୍ଭେ ଯେ ସେମାନଙ୍କର ସମସ୍ତ ଦୁଷ୍ଟତା ସ୍ମରଣ କରୁ, ଏହା ସେମାନେ ଆପଣାମାନଙ୍କ ଅନ୍ତଃକରଣରେ ବିବେଚନା କରନ୍ତି ନାହିଁ; ଏବେ ସେମାନଙ୍କର ନିଜ କାର୍ଯ୍ୟସବୁ ସେମାନଙ୍କୁ ଘେରି ଅଛି; ସେହି ସବୁ ଆମ୍ଭ ସମ୍ମୁଖରେ ଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ଆମ୍ଭେ ଯେ ସେମାନଙ୍କର ସମସ୍ତ ଦୁଷ୍ଟତା ସ୍ମରଣ କରୁ, ଏହା ସେମାନେ ଆପଣାମାନଙ୍କ ଅନ୍ତଃକରଣରେ ବିବେଚନା କରନ୍ତି ନାହିଁ; ଏବେ ସେମାନଙ୍କର ନିଜ କାର୍ଯ୍ୟସବୁ ସେମାନଙ୍କୁ ଘେରିଅଛି; ସେହି ସବୁ ଆମ୍ଭ ସମ୍ମୁଖରେ ଅଛି। Gade chapit la |
ତୁମ୍ଭ ନିଜର ଦୁଷ୍କର୍ମ ତୁମ୍ଭକୁ ଶାସ୍ତି ଦେବ। ଓ ତୁମ୍ଭର ବିପଥଗାମୀତ୍ୱ ତୁମ୍ଭକୁ ଶିକ୍ଷା ଦେବ। ତୁମ୍ଭେ ଉତ୍ତମ ରୂପେ ବିବେଚନା କର। ତାହାହେଲେ ତୁମ୍ଭେ ବୁଝିବ ଯେ, ପରମେଶ୍ୱରଙ୍କୁ ପରିତ୍ୟାଗ କରି ତୁମ୍ଭେ କି ଅପରାଧ କରିଅଛ। ଆମ୍ଭ ବିଷୟକ ଭୟ ତୁମ୍ଭ ମଧ୍ୟରେ ନ ଥିବାରୁ ଯାହା ମନ୍ଦ ଓ ତିକ୍ତ ବିଷୟ ତାହା ତୁମ୍ଭେ ଜ୍ଞାତ ହେଉ ନାହଁ।” ମୋର ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଏହା କହନ୍ତି।