ହୋଶେୟ 7:5 - ପବିତ୍ର ବାଇବଲ5 ଆମ୍ଭ ରାଜାଙ୍କ ରାଜତ୍ୱକାଳରେ ସେମାନେ ନିଆଁକୁ ଉତ୍ତପ୍ତ କରି ଗ୍ଭଲନ୍ତି। ସେମାନେ ଭୋଜିରେ ପାନୀୟ ଦିଅନ୍ତି। ଦ୍ରାକ୍ଷାରସର ଉତ୍ତାପରେ ନେତୃମଣ୍ତଳୀ ଅସୁସ୍ଥ ହୋଇପଡ଼ନ୍ତି। ତେଣୁ ରାଜା ପରମେଶ୍ୱରଙ୍କୁ ଉପହାସ କରୁଥିବା ଲୋକମାନଙ୍କ ସହିତ ହାତ ମିଳାନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)5 ଆମ୍ଭମାନଙ୍କ ରାଜାଙ୍କ ଦିନରେ ଅଧିପତିମାନେ ଦ୍ରାକ୍ଷାରସର ଉତ୍ତାପରେ ଆପଣାମାନଙ୍କୁ ପୀଡ଼ିତ କଲେ; ସେ ନିନ୍ଦକମାନଙ୍କ ସଙ୍ଗେ ଆପଣା ହସ୍ତ ବଢ଼ାଇଲା। Gade chapit laଓଡିଆ ବାଇବେଲ5 ଆମ୍ଭମାନଙ୍କ ରାଜାଙ୍କ ଦିନରେ ଅଧିପତିମାନେ ଦ୍ରାକ୍ଷାରସର ଉତ୍ତାପରେ ଆପଣାମାନଙ୍କୁ ପୀଡ଼ିତ କଲେ; ସେ ନିନ୍ଦକମାନଙ୍କ ସଙ୍ଗେ ଆପଣା ହସ୍ତ ବଢ଼ାଇଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆମ୍ଭମାନଙ୍କ ରାଜାଙ୍କ ଦିନରେ ଅଧିପତିମାନେ ଦ୍ରାକ୍ଷାରସର ଉତ୍ତାପରେ ଆପଣାମାନଙ୍କୁ ପୀଡ଼ିତ କଲେ; ସେ ନିନ୍ଦକମାନଙ୍କ ସଙ୍ଗେ ଆପଣା ହସ୍ତ ବଢ଼ାଇଲା। Gade chapit la |
ଆପଣ ନମ୍ର ହେବା ପରିବର୍ତ୍ତେ ସ୍ୱର୍ଗସ୍ଥ ସଦାପ୍ରଭୁଙ୍କ ବିରୁଦ୍ଧରେ ନିଜକୁ ଉନ୍ନତ କରିଅଛନ୍ତି। ସଦାପ୍ରଭୁଙ୍କ ମନ୍ଦିରର ସୁବର୍ଣ୍ଣ ଓ ରୌପ୍ୟ ପାତ୍ରରେ ଆପଣ, ଆପଣଙ୍କ ଅମାତ୍ୟଗଣ ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ଦ୍ରାକ୍ଷାରସ ପାନ କରିଅଛନ୍ତି। ପୁଣି ସୁନା, ରୂପା, ପିତ୍ତଳ, ଲୌହ, କାଠ ଓ ପଥର ନିର୍ମିତ ପ୍ରତିମାରେ ଦେବଗଣ, ଯେଉଁମାନେ କି ଦେଖନ୍ତି ନାହିଁ, ଜାଣନ୍ତି ନାହିଁ କି ଶୁଣନ୍ତି ନାହିଁ! ସେମାନଙ୍କର ପ୍ରଶଂସା ଆପଣ କରିଅଛନ୍ତି। ଆଉ ଆପଣଙ୍କର ଜୀବନ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।