ହୋଶେୟ 8:10 - ପବିତ୍ର ବାଇବଲ10 ଯଦ୍ୟପି ଇସ୍ରାଏଲ ଅନ୍ୟ ରାଷ୍ଟ୍ରମାନଙ୍କରୁ ‘ପ୍ରେମିକମାନଙ୍କୁ’ ଭଡ଼ାରେ ଆଣିଲେ। ଆମ୍ଭେ ତାକୁ ବିଗ୍ଭର ପାଇଁ ଏକତ୍ରିତ କରିବା। ସେମାନେ ରାଜାମାନଙ୍କ ଓ ରାଜକୁମାରମାନଙ୍କଠାରୁ ଖୁବ୍ ଶୀଘ୍ର ହଇରାଣ ଓ ଅତ୍ୟାଗ୍ଭରିତ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)10 ହଁ, ସେମାନେ ନାନା ଗୋଷ୍ଠୀ ମଧ୍ୟରେ ଲୋକମାନଙ୍କୁ ବର୍ତ୍ତନ ଦେଲେ ହେଁ ଏବେ ଆମ୍ଭେ ସେମାନଙ୍କୁ ସଂଗ୍ରହ କରିବା; ସେମାନେ ଅଧିପତିଗଣଙ୍କ ରାଜାର ଭାର ହେତୁରୁ ନ୍ୟୂନ ହେବାକୁ ଲାଗିଲେଣି। Gade chapit laଓଡିଆ ବାଇବେଲ10 ହଁ, ସେମାନେ ନାନା ଗୋଷ୍ଠୀ ମଧ୍ୟରେ ଲୋକମାନଙ୍କୁ ବେତନ ଦେଲେ ମଧ୍ୟ ଏବେ ଆମ୍ଭେ ସେମାନଙ୍କୁ ସଂଗ୍ରହ କରିବା; ସେମାନେ ଅଧିପତିଗଣଙ୍କ ରାଜାର ଭାର ସକାଶୁ ନ୍ୟୁନ ହେବାକୁ ଲାଗିଲେଣି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ହଁ, ସେମାନେ ନାନା ଗୋଷ୍ଠୀ ମଧ୍ୟରେ ଲୋକମାନଙ୍କୁ ବେତନ ଦେଲେ ମଧ୍ୟ ଏବେ ଆମ୍ଭେ ସେମାନଙ୍କୁ ସଂଗ୍ରହ କରିବା; ସେମାନେ ଅଧିପତିଗଣଙ୍କ ରାଜାର ଭାର ସକାଶୁ ନ୍ୟୂନ ହେବାକୁ ଲାଗିଲେଣି। Gade chapit la |
ତେଣୁ ଇସ୍ରାଏଲର ପରମେଶ୍ୱର ଅଶୂର ରାଜା ପୂଲ୍ର ମନରେ ଯୁଦ୍ଧ ନିମନ୍ତେ ଯିବା ପାଇଁ ଉତ୍ତେଜନା ସୃଷ୍ଟି କଲେ। ପୂଲ୍ ଅଶୂର ରାଜା ଥିଲେ। ତେଣୁ ତାଙ୍କୁ ତିଗ୍ଲତ-ପିଲ୍ନେଷର ମଧ୍ୟ କୁହାଯାଏ। ସେ ରୁବେନ୍, ଗାଦ୍ ଓ ମନଃଶିର ଅର୍ଦ୍ଧେକ ଗୋଷ୍ଠୀ ସହିତ ଯୁଦ୍ଧ କଲେ। ସେ ବଳପୂର୍ବକ ସେମାନଙ୍କୁ ଗୃହରୁ ବିତାଡ଼ିତ କଲେ ଓ ବନ୍ଦୀ କରି ନେଇଗଲେ। ପୂଲ୍ ସେମାନଙ୍କୁ ହଲହ, ହାବୋର, ହାରା ଓ ଗୋଶନ୍ ନଦୀ ନିକଟକୁ ଆଣିଲେ। ସେହି ଦିନଠାରୁ ସେମାନେ ସେହି ସ୍ଥାନରେ ବାସ କରୁଛନ୍ତି।