ହୋଶେୟ 8:12 - ପବିତ୍ର ବାଇବଲ12 ଏପରିକି ଆମ୍ଭେ ଇଫ୍ରୟିମ ପାଇଁ 10,000 ନିୟମ ଲେଖିଲେ ମଧ୍ୟ ସେ ସେଗୁଡ଼ିକ ଅଜଣା ଦ୍ରବ୍ୟ ପରି ବିବେଚନା କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)12 ଆମ୍ଭେ ଦଶସହସ୍ର ବିଧିରେ ଆମ୍ଭର ବ୍ୟବସ୍ଥା ତାହା ପାଇଁ ଲେଖିଲେ ହେଁ ସେସବୁ ବିଦେଶୀୟ କଥା ତୁଲ୍ୟ ଗଣିତ ହୁଏ। Gade chapit laଓଡିଆ ବାଇବେଲ12 ଆମ୍ଭେ ଦଶସହସ୍ର ବିଧିରେ ଆମ୍ଭର ବ୍ୟବସ୍ଥା ତାହା ପାଇଁ ଲେଖିଲେ ମଧ୍ୟ ସେହିସବୁ ବିଦେଶୀୟ କଥା ତୁଲ୍ୟ ଗଣିତ ହୁଏ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆମ୍ଭେ ଦଶ ସହସ୍ର ବିଧିରେ ଆମ୍ଭର ବ୍ୟବସ୍ଥା ତାହା ପାଇଁ ଲେଖିଲେ ମଧ୍ୟ ସେହି ସବୁ ବିଦେଶୀୟ କଥା ତୁଲ୍ୟ ଗଣିତ ହୁଏ। Gade chapit la |