ହୋଶେୟ 8:13 - ପବିତ୍ର ବାଇବଲ13 ଇସ୍ରାଏଲୀୟମାନେ ବଳିଦାନକୁ ଭଲ ପାଆନ୍ତି। ସେ ମାଂସ ଅର୍ପଣ କରି ତାକୁ ଭକ୍ଷ୍ୟଣ କରନ୍ତି। ସଦାପ୍ରଭୁ ସେମାନଙ୍କର ବଳିଦାନକୁ ଗ୍ରହଣ କରନ୍ତି ନାହିଁ। ସେ ସେମାନଙ୍କର ପାପକୁ ମନେ ରଖନ୍ତି। ଏଥିପାଇଁ ସେ ସେମାନଙ୍କୁ ଦଣ୍ତ ଦେବେ ଏବଂ ସେମାନେ ବନ୍ଦୀ ଭାବରେ ମିଶରକୁ ପ୍ରେରିତ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)13 ସେମାନେ ଆମ୍ଭ ଉଦ୍ଦେଶ୍ୟରେ ଉପହାରାର୍ଥକ ବଳି ନିମନ୍ତେ ମାଂସ ବଳିଦାନ କରି ତାହା ଭୋଜନ କରନ୍ତି; ମାତ୍ର ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ। ଏବେ ସେ ସେମାନଙ୍କର ଅଧର୍ମ ସ୍ମରଣ କରି। ସେମାନଙ୍କ ପାପର ପ୍ରତିଫଳ ଦେବେ; ସେମାନେ ପୁନର୍ବାର ମିସରକୁ ଫେରି ଯିବେ। Gade chapit laଓଡିଆ ବାଇବେଲ13 ସେମାନେ ଆମ୍ଭ ଉଦ୍ଦେଶ୍ୟରେ ଉପହାରାର୍ଥକ ବଳି ନିମନ୍ତେ ମାଂସ ବଳିଦାନ କରି ତାହା ଭୋଜନ କରନ୍ତି; ମାତ୍ର ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ। ଏବେ ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପର ପ୍ରତିଫଳ ଦେବେ; ସେମାନେ ପୁନର୍ବାର ମିସରକୁ ଫେରି ଯିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେମାନେ ଆମ୍ଭ ଉଦ୍ଦେଶ୍ୟରେ ଉପହାରାର୍ଥକ ବଳି ନିମନ୍ତେ ମାଂସ ବଳିଦାନ କରି ତାହା ଭୋଜନ କରନ୍ତି; ମାତ୍ର ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ। ଏବେ ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପର ପ୍ରତିଫଳ ଦେବେ; ସେମାନେ ପୁନର୍ବାର ମିସରକୁ ଫେରିଯିବେ। Gade chapit la |
ଭବିଷ୍ୟଦ୍ବକ୍ତା କହନ୍ତି, “ଇସ୍ରାଏଲ, ଏହି ନୀତିଗୁଡ଼ିକ ଶିକ୍ଷାକର। ଦଣ୍ତ ପାଇବା ସମୟ ଆସିଯାଇଛି। ତୁମ୍ଭେ ଯେଉଁ ମନ୍ଦକାର୍ଯ୍ୟ କରିଥିଲ ତା'ର ଫଳ ପାଇବା ସମୟ ଆସି ଯାଇଛି।” କିନ୍ତୁ ଇସ୍ରାଏଲର ଲୋକେ କହନ୍ତି, “ଭବିଷ୍ୟଦ୍ବକ୍ତା ଜଣେ ନିର୍ବୋଧ। ପରମେଶ୍ୱରଙ୍କ ଆତ୍ମା ସହିତ ଏହି ବ୍ୟକ୍ତି ପାଗଳ।” ଭବିଷ୍ୟଦ୍ବକ୍ତା କହନ୍ତି, “ତୁମ୍ଭେମାନେ ତୁମ୍ଭମାନଙ୍କ ଜଘନ୍ୟ ପାପ ଲାଗି ଦଣ୍ତିତ ହେବ। ତୁମ୍ଭମାନଙ୍କ ଘୃଣା ଭାବ ଯୋଗୁଁ ଦଣ୍ତିତ ହେବ।”