ହୋଶେୟ 8:2 - ପବିତ୍ର ବାଇବଲ2 ସେମାନେ ଆମ୍ଭକୁ ଚିତ୍କାର କରି କହନ୍ତି, ‘ହେ ପରମେଶ୍ୱର ଆମ୍ଭେ ଇସ୍ରାଏଲବାସୀ ତୁମ୍ଭକୁ ଜାଣୁ।’ Gade chapit laପବିତ୍ର ବାଇବଲ (Re-edited) - (BSI)2 ସେମାନେ ଆମ୍ଭ ନିକଟରେ କ୍ରନ୍ଦନ କରି କହିବେ, ହେ ଆମ୍ଭର ପରମେଶ୍ଵର, ଆମ୍ଭେମାନେ ଇସ୍ରାଏଲ, ତୁମ୍ଭଙ୍କୁ ଜାଣୁ। Gade chapit laଓଡିଆ ବାଇବେଲ2 ସେମାନେ ଆମ୍ଭ ନିକଟରେ କ୍ରନ୍ଦନ କରି କହିବେ, ‘ହେ ଆମ୍ଭର ପରମେଶ୍ୱର, ଆମ୍ଭେମାନେ ଇସ୍ରାଏଲ, ତୁମ୍ଭଙ୍କୁ ଜାଣୁ।’ Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେମାନେ ଆମ୍ଭ ନିକଟରେ କ୍ରନ୍ଦନ କରି କହିବେ, “ହେ ଆମ୍ଭର ପରମେଶ୍ୱର, ଆମ୍ଭେମାନେ ଇସ୍ରାଏଲ, ତୁମ୍ଭଙ୍କୁ ଜାଣୁ।” Gade chapit la |
ଯିରୁଶାଲମର ବିଗ୍ଭରପତିଗଣ ଲାଞ୍ଚ ନେଇ ବିଗ୍ଭର କରନ୍ତି। ଆଉ ସେ ସ୍ଥାନର ଯାଜକଗଣ ଅର୍ଥ ନେଇ ଶିକ୍ଷା ଦିଅନ୍ତି ଓ ଭବିଷ୍ୟଦ୍ବକ୍ତାଗଣ ଭବିଷ୍ୟଦ୍ବାଣୀ ପାଇଁ ଅର୍ଥ ନିଅନ୍ତି। ତଥାପି ସେ ସ୍ଥାନର ବୃଦ୍ଧଗଣ ସଦାପ୍ରଭୁଙ୍କ ସାହାଯ୍ୟ ପାଇଁ ଆଶା କରନ୍ତି। ସେମାନେ ମଧ୍ୟ କୁହନ୍ତି, “ସଦାପ୍ରଭୁ ଆମ୍ଭମାନଙ୍କ ସହିତ ଏଠାରେ ଅଛନ୍ତି। ତେଣୁ କୌଣସି ଅମଙ୍ଗଳ ଆମ୍ଭମାନଙ୍କର ଘଟିବ ନାହିଁ।”